ଇସ୍ପାତ୍ ସାହିତ୍ୟ ସଂସଦ ଭବନରେ ସ୍ୱାଧୀନତା ଦିବସ ପାଳନ
ରାଉରକେଲା, (ସସ୍ମିତା ପ୍ରଧାନ) : ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଇସ୍ପାତ୍ ସାହିତ୍ୟ ସଂସଦ ଆନୁକୂଲ୍ୟରେ ସେକ୍ଟର ସାତ ସ୍ଥିତ କାର୍ଯ୍ୟାଳୟ ପରିସରରେ ୮୦ ତମ ସ୍ୱାଧୀନତା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ସାଧାରଣ ସମ୍ପାଦକ ମନୋଜ କୁମାର ନନ୍ଦ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ସଭାପତି!-->…
Read More...
Read More...