ବଙ୍ଗୋମୁଣ୍ଡା ବ୍ଲକର ବିଭିନ୍ନ ପଞ୍ଚାୟତରେ ବିଜେପି ପକ୍ଷରୁ ତ୍ରିରଙ୍ଗା ଯାତ୍ରାରେ ଯୋଗଦେଲେ ବିଧାୟକ
ବଙ୍ଗୋମୁଣ୍ଡା, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ବିଭିନ୍ନ ପଞ୍ଚାୟତରେ ବିଜେପି ପକ୍ଷରୁ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ବଙ୍ଗୋମୁଣ୍ଡା ବ୍ଲକର ୧୭ ଟି ପଞ୍ଚାୟତରେ ବିଜେପି ପକ୍ଷରୁ ଆୟୋଜିତ ହୋଇଛି ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ । ବିଜେପି!-->…
Read More...
Read More...