Monthly Archives

August 2026

‌ନୀତି ଫର୍ ଷ୍ଟେଟ୍ ୟୁଜ୍-କେସ୍ ଚ୍ୟାଲେଞ୍ଜ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : କ୍ଷେତ୍ରସ୍ତରୀୟ କର୍ମଚାରୀଙ୍କ ଦକ୍ଷତା ବିକାଶ, ସଚେତନତା ସୃଷ୍ଟି, ବ୍ୟବହାରିକ ପରିବର୍ତ୍ତନ ଏବଂ ସରକାରୀ ଯୋଜନାର ପ୍ରଭାବଶାଳୀ କାର୍ଯ୍ୟାନ୍ୱୟନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଗୁରୁବାର “ନୀତି ଫର୍ ଷ୍ଟେଟ୍ ୟୁଜ୍-କେସ୍ ଚ୍ୟାଲେଞ୍ଜ” ପଦ୍ମପୁର ଉପଖଣ୍ଡ
Read More...

ବିଜେଡିର ବୁଥ୍ ସ୍ତରୀୟ ଯୁବ-ଛାତ୍ର ସମ୍ମିଳନୀ

ଭବାନୀପାଟଣା, (କେପିଏନ୍‌ଏସ୍‌) : ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜୁ ଓ ଛାତ୍ର ଜନତା ଦଳର ବୁଥ ସ୍ତରୀୟ କର୍ମକର୍ତ୍ତା ସମ୍ମିଳନୀ ଓ ପ୍ରଶିକ୍ଷଣ ଶିବିର କେସିଙ୍ଗା ବ୍ଲକ୍ ପାଷ୍ଟିକୁଡି ଠାରେ ଅନୁଷ୍ଠିତ ହୋଇଯାଇଛି । ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ଦଳୀୟ ସଂଗଠନକୁ ତୃଣମୂଳ ସ୍ତରରେ
Read More...

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ପୂର୍ବରୁ ବିଜୁ ଛାତ୍ର ଜନତା ଦଳର ୧୧ ଦଫା ଦାବି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତକୁ ଦୃଷ୍ଟିରେ ରଖି ବିଜୁ ଛାତ୍ର ଜନତା ଦଳ ବଲାଙ୍ଗିର ପକ୍ଷରୁ ଏକ ପ୍ରେସ୍‌ମିଟ୍‌ ଆୟୋଜିତ ହୋଇଥିଲା । ଏଥିରେ ବଲାଙ୍ଗିର ସଭାପତି ସୁମନ କୁମାର ନନ୍ଦ ବଲାଙ୍ଗିରର ଉଚ୍ଚଶିକ୍ଷା, ଭିତ୍ତିଭୂମି ଓ ଐତିହ୍ୟର ବିକାଶ
Read More...

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ

ସୁନ୍ଦରଗଡ, (କେପିଏନ୍‌ଏସ୍‌) : ସୁନ୍ଦରଗଡ ସ୍ଥିତ ଜିଲା ପଞ୍ଚାୟତ ସାଧନ କେନ୍ଦ୍ରର ସମ୍ମିଳନୀ କକ୍ଷରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣାର ମିଳିତ ଉଦ୍ୟମରେ ଏକ ଦିନିଆ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ ଅନୁଷ୍ଟିତ ହୋଇଯାଇଛି । ଏହି ଶିବିରରେ ଅରୁଣାର ଜିଲ୍ଲା
Read More...

ଏନ୍‌ଏସି ତରଫରୁ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଏନ୍‌ଏସିରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ତ୍ରିରଙ୍ଗା ପଦଯାତ୍ରାରେ ସମସ୍ତେ ସାମିଲ ହୋଇ ତ୍ରିରଙ୍ଗା ପତାକା ଧରି ସହର ପରିକ୍ରମା କରିଥିଲେ । ବାଲିଗୁଡା ଏନ୍‌ଏସି କାର୍ଯ୍ୟାଳୟ ଠାରୁ
Read More...

ମିଡିଆକିଆ ପଞ୍ଚାୟତରେ “ହର ଘର ତ୍ରିରଙ୍ଗା” କାର୍ଯ୍ୟକ୍ରମ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଦେଶପ୍ରେମ, ଜାତୀୟତାବୋଧ ଓ ଦେଶର ଗୌରବମୟ ତ୍ରିରଙ୍ଗା ପ୍ରତି ସମ୍ମାନର ବାର୍ତ୍ତା ନେଇ ୮୦ ତମ ସ୍ୱାଧୀନତା ଦିବସ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ମିଡିଆକିଆ ପଞ୍ଚାୟତ ନୁଆସାହି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ "ହର ଘର
Read More...

ଆସନ୍ତା ୧୫ରେ ଶକ୍ତିଧାମରେ ହରିୟାଲି ତିଜ ଉତ୍ସବ

ଟିଟିଲାଗଡ, (କେପିଏନ୍‌ଏସ୍‌) : ଆସନ୍ତା ୧୫ ତାରିଖରେ ସ୍ଥାନୀୟ ରାଣୀସତୀ ଶକ୍ତିଧାମ ମନ୍ଦିରରେ ହରିୟାଲି ତିଜ ଉତ୍ସବ ପାଳନ କରାଯିବ ବୋଲି ଟ୍ରଷ୍ଟି ଡାକ୍ତର ଗୌରିଶଙ୍କର କେଜ୍ରିୱାଲ ଓ ଟ୍ରଷ୍ଟି କ୍ରିଷ୍ଣା କେଜରିୱାଲ ଜଣାଇଛନ୍ତି । ଏନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି
Read More...

ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜାତୀୟସ୍ତରରେ ୩ଟି ସ୍ୱର୍ଣ୍ଣପଦକ ସହ ଜାତୀୟ ରେକର୍ଡ ହାସଲ କରି ବଲାଙ୍ଗିର ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି । ରାଜସ୍ଥାନର ଜୟପୁରଠାରେ ଅନୁଷ୍ଠିତ ୪୨ତମ
Read More...

ଅଖିଳ ଭାରତୀୟ ସାହିତ୍ୟ ପରିଷଦର ଆଲୋଚନା ଚକ୍ର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ ବଲାଙ୍ଗିର ଶାଖା ଓ କେନ୍ଦ୍ରିୟ ବିଦ୍ୟାଳୟ ବଲାଙ୍ଗିରର ମିଳିତ ସହଯୋଗରେ ଏକ ଆଲୋଚନା ଚକ୍ର ହୋଇଥିଲା । ଶୀର୍ଷକ - ଆମେ ପରିବେଶର ସୁରକ୍ଷା କରିବା କିପରି ? ଏହା ଛଡା ଛାତ୍ରମାନଙ୍କର ସୃଜନୀ ଶକ୍ତିର ବିକାଶ ପାଇଁ ଏକ ବର୍ଷା ଋତୁ
Read More...

‘ହର ଘର ତିରଙ୍ଗା’ ଅଭିଯାନ: ନିଜ ବାସଭବନରେ ତ୍ରିରଙ୍ଗା ଉତ୍ତୋଳନ କଲେ ଅମିତ ଶାହ

ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିବା ‘ହର ଘର ତିରଙ୍ଗା’ ଅଭିଯାନ ପ୍ରତ୍ୟେକ ଭାରତୀୟଙ୍କ ହୃଦୟରେ ଦେଶପ୍ରେମ ଓ ଗୌରବ ଭରୁଛିତ୍ରିରଙ୍ଗା ଆମ ଦେଶର ପବିତ୍ର ଗୌରବ ଏବଂ ଆମ ଏକତା ଶକ୍ତିର ପ୍ରତୀକକୋଟି କୋଟି ଦେଶବାସୀ ତ୍ରିରଙ୍ଗା ସହ ଯୋଡ଼ିହୋଇ ‘ଏକ ଭାରତ, ଶ୍ରେଷ୍ଠ ଭାରତ’ର ଭାବନାକୁ
Read More...