ଗଞ୍ଜାମ ଜିଲ୍ଲାପ୍ରଶାସନ ପକ୍ଷରୁ ଗୋପାଳପୁରରେ ‘ତ୍ରିରଙ୍ଗା ମାରାଥନ’ ଆୟୋଜିତ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନ ଅବସରରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଗୋପାଳପୁରରେ ‘ତ୍ରିରଙ୍ଗା ମାରାଥନ’ ଆୟୋଜିତ ହୋଇଯାଇଛି । ଦେଶପ୍ରେମ, ଜାତୀୟ ଏକତା ଓ ଅଖଣ୍ଡତାର ବାର୍ତ୍ତା ନେଇ ଆୟୋଜିତ ଏହି ମାରାଥନରେ ଏକ ହଜାରରୁ ଅଧିକ!-->…
Read More...
Read More...