ଗୁରୁ ଭଗବାନ ସାହୁଙ୍କ ଜନ୍ମ ଜୟନ୍ତୀ ପାଳିତ
ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ସୁରସଙ୍ଗମ ସାଂସ୍କୃତିକ ସଂସଦ, ଆନୁକୁଲ୍ୟରେ ନାଟ୍ୟ ମହର୍ଷି ଗୁରୁ ଭଗବାନ ସାହୁଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ନିସାର ଅହମ୍ମଦ ନିସାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନିରଞ୍ଜନ!-->…
Read More...
Read More...