Daily Archives

ଚୁଡାପାଲି ଶିଶୁ ମନ୍ଦିରରେ ଗୁରୁ ଦିବସ ପାଳନ

ସଦରବ୍ଲକ, (ରାଜେଶ ଦଣ୍ଡସେନା) : ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଚୁଡାପାଲି ଠାରେ ଗୁରୁଦିବସ ଉତ୍ସବ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଉପେନ୍ଦ୍ର ରାଣା ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ପରିଚାଳନା ସମିତିର ସଭାପତି କ୍ଷୀରୋଦ୍ର…
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଚନ୍ଦନଭାଟିରେ ପବିତ୍ର “ଗୁରୁ ଦିବସ” ପାଳନ

ସଦରବଲାଙ୍ଗିର, (ରାଜେଶ ଦଣ୍ଡସେନା) : ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଚନ୍ଦନଭାଟିରେ ପବିତ୍ର "ଗୁରୁ ଦିବସ" କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ସ୍ଥାନୀୟ ଚନ୍ଦନଭାଟି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଶରତ ଚନ୍ଦ୍ର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ । ବିଦ୍ୟାଳୟ ପରିଚାଳନା…
Read More...

ବାର୍ଷିକ ବ୍ୟବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଜାଭିଅର ଇନଷ୍ଟିଚ୍ୟୁଟ ଅଫ୍ ମ୍ୟାନେଜମେଣ୍ଟ, ଭୁବନେଶ୍ୱର ଠାରେ ୮ମ ବ୍ୟବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଅନୁଷ୍ଠିତ ହୋଇଯାଇଛି । “ସ୍ଥିତିସ୍ଥାପକ ବ୍ୟବସାୟ ନିର୍ମାଣ - ଏକ ସ୍ଥାୟୀ ଭବିଷ୍ୟତ ଗଢ଼ିବା ପାଇଁ ବିପଦ ସହ ମୁକାବିଲା” ବିଷୟବସ୍ତୁକୁ…
Read More...

ରାଷ୍ଟ୍ର ନିର୍ମାଣରେ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ – ବିଧାୟକ ଦୁର୍ଗା ତନ୍ତୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ପବିତ୍ର ଗୁରୁ ଦିବସ ଅବସରରେ ରଘୁନାଥପାଲ୍ଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀଙ୍କ ଅଧକ୍ଷତାରେ ସ୍ଥାନୀୟ ଭଞ୍ଜ ଭବନ ପ୍ରେକ୍ଷାଳୟରେ ପୂଜ୍ୟ ପୂଜା ଉତ୍ସବ ମହାଆଡମ୍ବରରେ ପାଳନ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଏକ ସଭାରେ ଯୋଗଦେଇ ବିଧାୟକ ଦୁର୍ଗା ତନ୍ତୀ ନିଜ…
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଜଗଦାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଜଗଦା ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ଭକ୍ତିପୂର୍ଣ୍ଣ ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି । ପ୍ରଭୁ ଶ୍ରୀକୃଷ୍ଣଙ୍କୁ ସୁସଜ୍ଜିତ ଦୋଳିରେ ଆସୀନ କରି ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ସୁଶାନ୍ତ କୁମାର ବାରିକ କର୍ତ୍ତା…
Read More...

ଶିବାନନ୍ଦ ଆଶ୍ରମରେ ଜନ୍ମାଷ୍ଟମୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ଟାଉନସିପ୍‌ ଶାଖା ସେକ୍ଟର ୭ ସ୍ଥିତ ଶିବାନନ୍ଦ ଆଶ୍ରମଠାରେ ପବିତ୍ର ଜନ୍ମାଷ୍ଟମୀ ମହାସମାରୋହରେ ପାଳନ କରାଯାଇଛି । ଏହି ଅବସରରେ ସକାଳ ସଦଗୁରୁ ପାଦୁକା ପୂଜା, ଗୋପାଳ ସାହସ୍ରାଚାନା, ସନ୍ଧ୍ୟାରୁ ମଧ୍ୟ ରାତ୍ରି ଯାଏ ସତସଙ୍ଗ, ପୂଜାର୍ଚ୍ଚନା, ହାଭାନା…
Read More...

ଲାୟନ୍ସ କ୍ଲବ ତରଫରୁ ଦୁଇ ଶିକ୍ଷକ ସମ୍ମାନିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଲାୟନ୍ସ କ୍ଲବର ସଭାପତି ସୋମ୍ୟଜିତ ପାଢ଼ୀଙ୍କ ସଭାପତିତ୍ୱରେ ଆଜି ମହାଆଡମ୍ବରରେ ଗୁରୁ ଦିବସ ପାଳନ କରାଯାଇଥିଲା । ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ଦୁଇଜଣ ପୂର୍ବତନ ଅବସର…
Read More...

ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ପୂଜ୍ୟ-ପୂଜା ପରମ୍ପରା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟ ପରିସରରେ ପୂଜ୍ୟ ଆରାଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ମହାନ୍‌ ଶିକ୍ଷାବିତ୍‌ ତଥା ଭାରତର ପୂର୍ବତନ ରାଷ୍ଟ୍ରପତି ରାଧାକୃଷ୍ଣନଙ୍କ ଜନ୍ମଦିବସକୁ ଗୁରୁ ଦିବସ ପାଳନ କରାଯାଉଥିବା…
Read More...

ଯୋଗାଣ ବିଭାଗର ପ୍ରତିଷ୍ଠା ଦିବସ ପାଳନ

ସମ୍ବର୍ଦ୍ଧିତ ହେଲେ ଏଜ୍ରି ଦଳବେହେରା ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଓଡ଼ିଶା ରାଜ୍ୟ ଯୋଗାଣ ନିଗମ ଲିଃ. ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ୪୭ ତମ ପ୍ରତିଷ୍ଠା ଦିବସ ଅଫିସ ପରିସରରେ କେକ୍ କାଟି ପାଳିତ ହୋଇଯାଇଛି । ଏହି ଅବସରରେ ଯୁଗ୍ମ ନିର୍ଦ୍ଦେଶକ ତଥା ଭାରପ୍ରାପ୍ତ…
Read More...

ଓମ୍ ଭ୍ୟାଲି ଶିକ୍ଷାନୁଷ୍ଠାନରେ ଉତ୍ସାହର ସହିତ ଗୁରୁ ଦିବସ ପାଳନ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ସେପ୍ଟେମ୍ବର ୫ ତାରିଖକୁ ଗୁରୁ ଦିବସ ରୂପେ ପାଳନ କରାଯାଏ । ଏହି ପରୀପ୍ରେକ୍ଷୀରେ ଲାୟନ୍ ଦୀପକ୍ କୁମାର ସାହୁଙ୍କ ଦ୍ୱାରା ପ୍ରତିଷ୍ଠିତ ଟିଟିଲାଗଡ଼ ସହରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଓମ୍ ଭ୍ୟାଲିର ଉଭୟ ସାଖା ସର୍ଗିଗୁଡ଼ା ଜୁନିଅର ଏବଂ ସିନିଅର ୱିଙ୍ଗସ…
Read More...