Daily Archives

ସେଞ୍ଚୁରିଅନ ବିଦ୍ୟାଳୟ ଜେ.ଆଇ.ଟି.ଏମ୍‌ ପରିସରରେ ୟୁଥ୍‌ ପାର୍ଲିଆମେଣ୍ଟର କାର୍ଯ୍ୟକ୍ରମ ଉଦଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରତୀୟ ଗଣତନ୍ତ୍ର ହେଉଛି ପୃଥିବୀର ସର୍ବ ବୃହତ ଗଣତନ୍ତ୍ର । ଏଠାରେ ସଂସଦୀୟ ଗଣତନ୍ତ୍ରର ବ୍ୟବସ୍ଥା ରହିଛି. ଗଣତନ୍ତ୍ରର ମୂଳ ମନ୍ତ୍ର ହେଲା ଶିକ୍ଷା । ଗଣତାନ୍ତ୍ରିକ ମୂଲ୍ୟବୋଧର ଶିକ୍ଷା ଓ ବ୍ୟବସ୍ଥା ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ସଚେତନ କରିବା ପାଇଁ
Read More...