Daily Archives

ଆଗଲପୁରରେ ବିଶ୍ୱହିନ୍ଦୁ ପରିଷଦର ସ୍ଥାପନା ଦିବସ ପାଳିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ପ୍ରକୃତ ସୁଖ ଭୌତିକ ବସ୍ତୁର ସଞ୍ଚୟରେ ମିଳେ ନାହିଁ ବରଂ ଏହା ତ୍ୟାଗ ଓ ମାନବସେବା ଭାବନାରେ ନିହିତ ଥାଏ ବୋଲି ବିଶ୍ୱହିନ୍ଦୁ ପରିଷଦ, ଓଡିଶା ପଶ୍ଚିମ ପ୍ରାନ୍ତ ସଂପାଦକ ଯୋଗୀନ୍ଦ୍ର ଦାଶ ଆଗଲପୁରଠାରେ ଅନୁଷ୍ଠିତ ବିଶ୍ୱହିନ୍ଦୁ ପରିଷଦର ସ୍ଥାପନା ଦିବସ
Read More...

ପଣ୍ଡରାପାଲିରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ପଣ୍ଡରାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଅମର ତାଣ୍ଡିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଆଞ୍ଚଳିକ
Read More...

ଦୋଷୀଙ୍କୁ ଗିରଫ୍ କରିବା ଦାବୀ ନେଇ ପୋଲିସ ମହାନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ ଗଞ୍ଜାମ ଏସ୍‌ପିଙ୍କୁ ଭେଟିଲା ରାଜ୍ୟ…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆସିକା ପଞ୍ଚାୟତ ସମିତି ବୈଠକରେ ଦେଖାଦେଇଥିବାତୁମୂଳ ହଟ୍ଟଗୋଳକୁ କେନ୍ଦ୍ର କରି ଦୋଷୀଙ୍କୁ ଗିରଫ୍ କରିବା ଦାବୀ ନେଇ ଗଞ୍ଜାମ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କୁ ଶୁକ୍ରବାର ସନ୍ଧ୍ୟାରେ ଭେଟିଲା ରାଜ୍ୟ ସରପଞ୍ଚ ମହାସଂଘ । ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ
Read More...

ଜିଲ୍ଲା ସିନିୟର ନକ୍‌ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ

ଫାଇନାଲରେ ବିକେସି ୟୁନାଇଟେଡ୍‌ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଗାନ୍ଧୀ ଷ୍ଟାଡିୟମ ଠାରେ ଦ୍ୱିତୀୟ ସେମିଫାଇନାଲ ଖେଳରେ ବିିକେସି ୟୁନାଇଟେଡ ବଲାଙ୍ଗିର ୧-୦ ଗୋଲରେ ଏମ୍‌ଏମ୍‌ଏଏ ବାଦିବାହାଲକୁ ହରାଇ ଫାଇନାଲକୁ ଉନ୍ନିତ ହୋଇଛି । ବିକେସି
Read More...

ଅଖ୍ୟାତ ପଲ୍ଲୀର ବିଖ୍ୟାତ ସୁନା ଝିଅ ରାଜଶ୍ରୀ : ନିଟ୍ ପାଇଲେ, ଡାକ୍ତର ହେବେ ଆଦିବାସୀ ଛାତ୍ରୀ ରାଜଶ୍ରୀ ଧରୁଆ

ରେଳଷ୍ଟେସନରେ ଭବ୍ୟ ସମ୍ବର୍ଦ୍ଧନା ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଅଖ୍ୟାତ ପଲ୍ଲୀର ବିଖ୍ୟାତ ସୁନା ଝିଅ ପାଲଟିଛନ୍ତି ରାଜଶ୍ରୀ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାର ଜଣେ ଆଦିବାସୀ ଛାତ୍ରୀ ରାଜଶ୍ରୀ ଧରୁଆ ନିଟ୍ (ସର୍ବ ଭାରତୀୟ ଡାକ୍ତରୀ ପ୍ରବେଶିକା) ପରୀକ୍ଷାରେ
Read More...

ବ୍ରିକ୍ସ ସମ୍ମିଳନୀ ଅବସରରେ ଷୋଡ଼ଶ ରୁଷ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଆୟୋଜିତ ୧୮ତମ ବ୍ରିକ୍ସ ସମ୍ମିଳନୀ ଅବସରରେ ରୁଷ ରାଷ୍ଟ୍ରପତି ମହାମହିମ ଭ୍ଲାଦିମିର ପୁଟିନଙ୍କ ସହ ସାକ୍ଷାତ କରିଛନ୍ତି। ଚଳିତ ବର୍ଷ ଦୁଇ ନେତାଙ୍କ ମଧ୍ୟରେ ଏହା ଦ୍ୱିତୀୟ ସାକ୍ଷାତ। ଏହା ପୂର୍ବରୁ ଅଗଷ୍ଟ
Read More...

ଉତ୍କଳ ବିଶ୍ୱବିଦ୍ୟାଳୟ ସମାଜଶାସ୍ତ୍ର ବିଭାଗର ପ୍ରବେଶୋତ୍ସବ ଅନୁଷ୍ଠିତ

ସମାଜ ଆମ ଯୋଗାଯୋଗ ପଦ୍ଧତିକୁ ଆକାର ଦେଇଥାଏ : ଶ୍ରୀ ଅଖିଳ କୁମାର ମିଶ୍ର ଭୁବନେଶ୍ୱର, (ପିଆଇବି) : ଭୁବନେଶ୍ୱର ବାଣୀବିହାରଠାରେ ଉତ୍କଳ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗ ପକ୍ଷରୁ ଆଜି ‘ଯୋଗାଯୋଗ ଓ ପ୍ରଶାସନର ସମାଜଶାସ୍ତ୍ର’ ବିଷୟବସ୍ତୁ ଉପରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଛି
Read More...

ବାନ୍ଦୁପଲା କ୍ଲଷ୍ଟରସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବାନ୍ଦୁପଲା କ୍ଲଷ୍ଟର ଅଧିନସ୍ଥ ଲେତେରମାଲ ପ୍ରାଥମିକ ବିଦ୍ୟାଳୟରେ ତୃତୀୟ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ସିଆରସିସି ଲିଲୁ ମୋହନ ପଧାନଙ୍କ ଆହ୍ୱାନକ୍ରମେ ଲେତେରମାଲ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ମହେନ୍ଦ୍ର
Read More...