ଜଳେଶ୍ୱର ପୀଠ ସାନଟିକାରେ ନୂଆଁଖାଇ ଭେଟ : ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା
ଲୋଇସିଂହା, (ବିମଳେନ୍ଦୁ ସାହୁ) : ପ୍ରସିଦ୍ଧ ଜଳେଶ୍ୱର ଶୈବପୀଠ ସାନଟିକାରେ ଆଜାଦ ୟୁଥ କ୍ଲବ ଏବଂ ଗଣେଶ ପୂଜା କମିଟି ତରଫରୁ ନୂଆଁଖାଇ ଭେଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇଥିଲେ ବରିଷ୍ଠ ଶିକ୍ଷକ ସନ୍ତୋଷ କୁମାର ସାହୁ, ସଚ୍ଚିଦାନନ୍ଦ ପଧାନ,!-->…
Read More...
Read More...