ଭୂସ୍ଖଳନ ଆଶଙ୍କାରେ କଳିଙ୍ଗା ଘାଟି ବନ୍ଦ : ପୁଲିସର ନାକାବନ୍ଦୀ, ବିକଳ୍ପ ରାସ୍ତାରେ ଯାତାୟାତ ପାଇଁ ପରାମର୍ଶ
ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଲଘୁଚାପଜନିତ ପ୍ରବଳ ବର୍ଷା ଓ ଭୂସ୍ଖଳନ ଆଶଙ୍କାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲା ପ୍ରଶାସନ ପକ୍ଷରୁ କଳିଙ୍ଗା ଘାଟିକୁ ଦୁଇ ଦିନ ପାଇଁ ବନ୍ଦ ରଖାଯାଇଛି । ସୁରକ୍ଷା ଦୃଷ୍ଟିରୁ ଘାଟି ରାସ୍ତାରେ ଯାତାୟାତ ଉପରେ କଟକଣା ଲାଗୁ ହେବା ପରେ!-->…
Read More...
Read More...