Daily Archives

‘ନମାମି ଭାରତମ୍ – ବନ୍ଦେ ମାତରମ୍ ସାମୂହିକ ଗାୟନ’ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ବିଦ୍ୟା ଭାରତୀ ଅଖିଳ ଭାରତୀୟ ଶିକ୍ଷା ସଂସ୍ଥାନ, ନୂଆଦିଲ୍ଲୀ ଆନୁକୂଲ୍ୟରେ ସାରା ଭାରତରେ ଦିନ ୧୧ ଟା ବେଳେ ଜାତୀୟ ସଙ୍ଗୀତ ଗାନ କାର୍ଯ୍ୟକ୍ରମରେ ସୋନପୁର ଶାନ୍ତିନଗର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ମଧ୍ୟ 'ନମାମି ଭାରତମ୍ - ବନ୍ଦେ…
Read More...

ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିବସ

କଟକ ଦଳ ୬-୦ ଏବଂ ଖୋର୍ଦ୍ଧା ଦଳ ୯-୨ ଗୋଲରେ ବିଜୟୀ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ଗାନ୍ଧି ଷ୍ଟାଡିୟମ୍ ଠାରେ ଓଡ଼ିଶା ଫୁଟବଲ ଏସୋସିଏସନ୍, କ୍ରୀଡା ଯୁବ ବ୍ୟାପାର ଓଡ଼ିଶା ସରକାର ଓ ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡା ସଂଘର ମିଳିତ ସହଯୋଗରେ ଅନୁଷ୍ଠିତ ହେଉଥିବା ୬୫ ତମ…
Read More...

ଯୌତୁକ ପ୍ରଥା ନିଷେଧ ଆଇନ ଉପରେ କର୍ମଶାଳା

ଝିଅମାନେ ନିଜ ଅଧିକାର ଓ ଆଇନ ସମ୍ପର୍କରେ ସଚେତନ ହେବାକୁ ଆହ୍ୱାନ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଯୌତୁକ ପ୍ରଥା ନିଷେଧ ଆଇନ, ୧୯୬୧ ଉପରେ ଏକ କର୍ମଶାଳା ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳୀନା ପ୍ରଧାନଙ୍କ…
Read More...

ବର୍ଷାଜଳ ନିଷ୍କାସନ ପ୍ରକ୍ରିୟା ନେଇ ମନ୍ତ୍ରୀ ବିଭୂତି ଜେନାଙ୍କ ତତ୍ପରତା

ବିଭିନ୍ନ ବନ୍ୟାଞ୍ଚଳ ପରିଦର୍ଶନ କରି ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ । ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାରେ ଲଗାଣ ବର୍ଷା ପରେ ବାଣିଜ୍ୟ ଓ ପରିବହନ, ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୁତି ଭୂଷଣ ଜେନା ଜଳବନ୍ଦୀ ଓ ଜଳ ନିଷ୍କାସନ ସମସ୍ୟାର ସମୀକ୍ଷା କରିଛନ୍ତି ।…
Read More...

ବଲାଙ୍ଗିରରେ ‘ସମ୍ବନ୍ଧ’ ମହାଅଭିଯାନର ଶୁଭାରମ୍ଭ, ସମବାୟ ସହ ଯୋଡ଼ିହେବ ପ୍ରତି ପରିବାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟରେ ସମବାୟ ବ୍ୟବସ୍ଥାକୁ ଅଧିକ ସଶକ୍ତ ଓ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ବଲାଙ୍ଗିର ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଭୀମ ଭୋଇ ମେଡିକାଲ କଲେଜ ଓ…
Read More...