ନୃସିଂହନାଥ ଧର୍ମଶାଳାରେ ଶ୍ରଦ୍ଧାଞ୍ଜଳି ସଭା
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ପୂର୍ବତନ ମୁଖ୍ୟ ସଚେତକ ସ୍ୱର୍ଗତ ସତ୍ୟଭୂଷଣ ସାହୁଙ୍କ ଶ୍ରଦ୍ଧାଞ୍ଜଳି ସଭା ପାଇକମାଲ ନୃସିଂହନାଥ ଧାର୍ମଶାଳାରେ ସୋମବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ପାଇକମାଲ ବ୍ଲକର କଂଗ୍ରେସ କର୍ମୀଙ୍କ ସମେତ!-->…
Read More...
Read More...