ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ପ୍ରଥମ ସେମିଷ୍ଟାର ୟୁଜି ଓ ପିଜି ଛାତ୍ରଛାତ୍ରୀଙ୍କ ପାଇଁ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ…
ବଲାଙ୍ଗିର, (ଦେବାଶିଷ ମିଶ୍ର) : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସମସ୍ତ ୧୮ଟି ବିଭାଗର ନୂତନ ଭାବେ ନାମଲେଖାଇଥିବା ପ୍ରଥମ ସେମିଷ୍ଟାର ସ୍ନାତକ (ୟୁଜି) ଓ ସ୍ନାତକୋତ୍ତର (ପିଜି) ଛାତ୍ରଛାତ୍ରୀଙ୍କ ପାଇଁ ଏକ ଦୁଇଦିନିଆ ଓରିଏଣ୍ଟେସନ୍ (ଆବିଶ୍ରାମ) କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି!-->…
Read More...
Read More...