Monthly Archives

September 2026

ତହଁକ୍ ସାହିତ୍ୟ କୁଟୁମ୍ ପକ୍ଷରୁ କୋଶଲୀ ବାଲ୍ମୀକି ଇନ୍ଦ୍ରମଣି ସାହୁଙ୍କ ଜୟନ୍ତୀ ପାଳିତ : ମରଣୋତ୍ତର ପଦ୍ମଶ୍ରୀ ପ୍ରଦାନ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଶ୍ରମିକ ଭବନ ପରିସରରେ ‘ତହଁକ୍ ସାହିତ୍ୟ କୁଟୁମ୍, ବଲାଙ୍ଗିର’ ଆନୁକୂଲ୍ୟରେ ବିଶିଷ୍ଟ ସାରସ୍ୱତ ସାଧକ, କୋଶଲୀ ବାଲ୍ମୀକି ଇନ୍ଦ୍ରମଣି ସାହୁଙ୍କ ଜୟନ୍ତୀ ସମାରୋହ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ତହଁକ ସଂପାଦକ ରାଜେଶ…
Read More...

ସୁବର୍ଣ୍ଣପୁର ଜିଲ୍ଲାର ୧୫୫୬ ସେଣ୍ଟରରେ ଆଙ୍ଗନ୍ କା ଉତ୍ସବ- ୨୦୨୬ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ୨୭ ସେପ୍ଟେମ୍ବରରୁ ୨୯ ତାରିଖ ଯାଏ ସୋନପୁର ବ୍ଲକର ୨୪୦ ଗୋଟି ଓ ସୁବର୍ଣ୍ଣପୁର ଜିଲ୍ଲାର ୧୫୫୬ ଗୋଟି ଅଙ୍ଗନୱାଡି ସେଣ୍ଟରରେ ଆଙ୍ଗନ୍ କା ଉତ୍ସବ ସେବା ସଂକଳ୍ପ ଅଭିଯାନ ପାଳନ କରାଯାଇଛି । ଗତକାଲି ଅଙ୍ଗନୱାଡି ସେଣ୍ଟରର ପ୍ରତ୍ୟେକ ପରିବାର ସଦସ୍ୟଙ୍କ…
Read More...

କଳାହାଣ୍ଡିରେ ଗଡ଼ିଲା ଟିପିଡବ୍ଲୁଓଡିଏଲ୍‌ର ‘ସୋଲାର ରଥ’

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ପିଏମ୍ ସୂର୍ଯ୍ୟ ଘର: ମୁଫ୍ତ ବିଜୁଳି ଯୋଜନା ସମ୍ପର୍କରେ ଲୋକଙ୍କୁ ଅଧିକ ସଚେତନ କରିବା ସହ ରୁଫ୍‌ଟପ୍ ସୋଲାର ଗ୍ରହଣ ପାଇଁ ଉତ୍ସାହିତ କରିବା ଲକ୍ଷ୍ୟରେ ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ୱେଷ୍ଟର୍ଣ୍ଣ ଓଡ଼ିଶା…
Read More...

ସୋନପୁରରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଇଁ ପ୍ରାକ୍ ପ୍ରସ୍ତୁତି

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ବନ ଖଣ୍ଡ ପକ୍ଷରୁ ୭୨ ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପାଇଁ ପ୍ରାକ୍ ପ୍ରସ୍ତୁତି ସହ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । "Wildlife for a Greener Tomorrow - Knowledge- Conservation- Coexistence" ଥିମ୍‌ରେ…
Read More...

ହିମାଂଶୁ ତ୍ରିପାଠୀଙ୍କ ବିୟୋଗରେ ସୋନପୁର ଜିଲ୍ଲାରେ ଶୋକର ଲହରୀ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକର ସମାଜସେବୀ ତଥା ବରିଷ୍ଠ ବିଜେଡି ନେତା ଏଵଂ ଖୁବ୍ ଲୋକପ୍ରିୟ ସାମାଜିକ ବ୍ୟକ୍ତି ହିମାଂଶୁ ତ୍ରିପାଠୀଙ୍କ ଆଜି ଭୋରରୁ ବିୟୋଗ ଘଟିଛି । ଏହା ଜଣାପଡ଼ିବା ପରେ ଶୋକର ଲହରୀ ଖେଳିଯାଇଛି । ଗତ ଶନିବାର ଦିନ ସେ…
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଶିଶୁ ବାଟିକା ବିଭାଗ ପକ୍ଷରୁ ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଶିଶୁମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଗାନରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଓଡ଼ିଆ ଅଧ୍ୟାପକ ସନ୍ତୋଷ…
Read More...

ଟେମରୀ ଗ୍ରାମ ପଞ୍ଚାୟତରେ ମାଗଣା ସ୍ୱାସ୍ଥ୍ୟ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସବଡ଼ିଭିଜନ ଅନ୍ତର୍ଗତ ପାଇକମାଲ ବ୍ଲକର ଟେମରୀ ଗ୍ରାମ ପଞ୍ଚାୟତରେ ଅନୁଷ୍ଠିତ ହୋଇଛି ମାଗଣା ସ୍ୱାସ୍ଥ୍ୟ ଶିବିର । ମୂରଲୀକ୍ରିଷ୍ଣା ଫାଉଣ୍ଡେସନ କ୍ରିଷ୍ଣା ବିକାଶ ହସ୍ପିଟାଲ୍ ଓ ଟେମରୀ ଗ୍ରାମ ପଞ୍ଚାୟତର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ମାଗଣା…
Read More...

ଶିଶୁର ସାମଗ୍ରିକ ବିକାଶ ସୁନିଶ୍ଚିତ ହେଲେ ହିଁ ବିକଶିତ ଓଡ଼ିଶାର ଲକ୍ଷ୍ୟ ସାକାର ହେବ : ବବିତା ପାତ୍ର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : “ଶିଶୁ ହସିଲେ ଦେଶ ହସିବ, ଆଜିର ଶିଶୁ ଆସନ୍ତାକାଲିର ଭବିଷ୍ୟତ ।” ଶିଶୁମାନଙ୍କ ସୁରକ୍ଷା, ଶିକ୍ଷା, ସ୍ୱାସ୍ଥ୍ୟ, ପୋଷଣ ଓ ସାମଗ୍ରିକ ବିକାଶକୁ ଗ୍ରାମ ପଞ୍ଚାୟତ ବିକାଶ ଯୋଜନାରେ ପ୍ରାଥମିକତା ଦେଇ ଶିଶୁ ଅନୁକୂଳ ପଞ୍ଚାୟତ ଗଠନ ଦିଗରେ ଗଞ୍ଜାମ…
Read More...

କବିବର ରାଧାନାଥ ରାୟଙ୍କ ଜୟନ୍ତୀ ପାଳିତ

ଓଡ଼ିଆ ସାହିତ୍ୟରେ ରାଧାନାଥଙ୍କ ଅବଦାନ ଅତୁଳନୀୟ : ଆଲୋଚକ ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ ସୌଜନ୍ୟରେ ଏବଂ ଶାଳବଣ ସାହିତ୍ୟ ସଂସଦର ସଂଯୋଜନାରେ ବାଲିଗୁଡ଼ା ସ୍ଥିତ ବରିଷ୍ଠ ନାଗରିକ ସଂଘ କାର୍ଯ୍ୟାଳୟ ଠାରେ କବିବର ରାଧାନାଥ ରାୟଙ୍କ ଜୟନ୍ତୀ…
Read More...

ବେଟି ବଚାଓ ବେଟି ପଢ଼ାଓ ଯୋଜନାରେ ମୁରିବାହାଲ ବ୍ଲକସ୍ତରୀୟ ଯୁବ ସମ୍ମିଳନୀ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ବେଟି ବଚାଓ ବେଟି ପଢ଼ାଓ ଯୋଜନା ଅନ୍ତର୍ଗତ ବ୍ଲକସ୍ତରୀୟ ଯୁବ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ସରୋଜ କୁମାର…
Read More...