ଜଳ ନିରାପତ୍ତା ଓ ସରକାରୀ ଯୋଜନା ଗୁଡିକର ସଫଳ ରୂପାୟନ ନିମନ୍ତେ ଗ୍ରାମ ପଞ୍ଚାୟତ ସ୍ତରୀୟ ସମନ୍ୱୟ ମେଳା ଅନୁଷ୍ଠିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଟୁପାଉଡ଼ାର ଗ୍ରାମ ପଞ୍ଚାୟତ ସଦର ଖେଳପଡିଆଠାରେ "ଜଳ ନିରାପତ୍ତା ଓ ସରକାରୀ ଯୋଜନାଗୁଡିକର ସଫଳ ରୂପାୟନ" ନିମନ୍ତେ ଟୁପାଉଡାର ଗ୍ରାମ ପଞ୍ଚାୟତ ସ୍ତରୀୟ ଏକ ସମନ୍ୱୟ ମେଳା ଜନମୁକ୍ତି ଅନୁଷ୍ଠାନ ଓ ଗ୍ରାମ ବିକାଶ!-->…
Read More...
Read More...