ତାମିଲନାଡୁ ଯିବାକୁ ଥିବା ଦାଦନ ୩୬ ଜଣ ଶ୍ରମିକଙ୍କୁ ବସ୍ ଭିତରୁ ଉଦ୍ଧାର କଲା କେସିଙ୍ଗା ପୋଲିସ
କେସିଙ୍ଗା, (ପ୍ରୀତେଶ ପଟେଲ) : ଓଡ଼ିଶାରେ କାମର ଅଭାବ ହେଉଥିବା ବେଳେ ଲୋକ ନିଜ ଓ ନିଜ ପରିବାରର ପେଟ ପୋଷିବା ପାଇଁ ଅନ୍ୟ ରାଜ୍ୟକୁ କାମ କରିବା ପାଇଁ ଯାଉଥିବା ପ୍ରାୟ ସବୁ ସମୟରେ ଦେଖିବାକୁ ମିଳୁଛି । ସୋମବାର ଦିନ କଳାହାଣ୍ଡି ଜିଲ୍ଲା ଧର୍ମଗଡ ଅଞ୍ଚଳରୁ ତାମିଲନାଡୁ ଯିବା ପାଇଁ!-->…
Read More...
Read More...