ବେଆଇନ କଫ ସିରଫ ଜବତ : ତିନି ଜଣ ଯୁବକ ଗିରଫ
ଡୁଙ୍ଗୁରିପାଲି, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍ ସିରଫ ଜବତ କରି ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତମାନେ ଡୁଙ୍ଗୁରିପାଲି ଶିବାନନ୍ଦପଡ଼ାର ରିଜେ ସେଠ (୩୨), ଡୁଙ୍ଗୁରିପାଲି ବ୍ଲକ କଲୋନୀର!-->…
Read More...
Read More...