ସ୍ଥାୟୀ ପ୍ରଧାନ ଶିକ୍ଷକ ନିଯୁକ୍ତି ଦାବିରେ ଶିକ୍ଷା ନିର୍ଦ୍ଦେଶିକାଙ୍କୁ ଦାବିପତ୍ର ପ୍ରଦାନ
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ସ୍ଥିତ ପିଏମ ଶ୍ରୀ ମହାରାଜା ହାଇସ୍କୁଲରେ ସ୍ଥାୟୀ ପ୍ରଧାନ ଶିକ୍ଷକ ନିଯୁକ୍ତି ଦାବିକୁ ନେଇ ଓଡ଼ିଶା ସରକାରଙ୍କ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶିକା ଶ୍ରୀମତୀ ଯୁଗଳେଶ୍ୱରୀ ଦାଶଙ୍କୁ ଏକ ଦାବିପତ୍ର ସହରର ବୁଦ୍ଧିଜୀବୀ ମାନଙ୍କ ପକ୍ଷରୁ ପ୍ରଦାନ!-->…
Read More...
Read More...