Daily Archives

ଭକ୍ତିମୟ ପଟୁଆରରେ ମା’ ଦୁର୍ଗାଙ୍କୁ ବିଦାୟ : ଶତାଧିକ ଭକ୍ତଙ୍କ ସମାଗମରେ ମା’ଙ୍କ ଭସାଣି

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଭକ୍ତି, ଶ୍ରଦ୍ଧା ଓ ଆଧ୍ୟାତ୍ମିକ ଉଲ୍ଲାସର ପରିବେଶ ମଧ୍ୟରେ ବାଲିଗୁଡ଼ାରେ ମା’ ଦୁର୍ଗାଙ୍କ ଭସାଣି ଉତ୍ସବ ଅନୁଷ୍ଠିତ ହୋଇଛି । ମା’ ପାଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ମା’ ପାଟଖଣ୍ଡାଙ୍କ ମନ୍ଦିର ପରିସରସ୍ଥିତ ଦୁର୍ଗା ମଣ୍ଡପରେ ପୂଜା…
Read More...

ବାଙ୍କେଲ ଡ୍ୟାମ ପାଣିରୁ ୪ ଦିନ ଧରି ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବାଙ୍କେଲ ଡ୍ୟାମ ପାଣିରୁ ଗତ ୪ଦିନ ଧରି ନିଖୋଜ ଥିବା ଜଣେ ଯୁବକଙ୍କ ଗଳିତ ମୃତଦେହକୁ ଟିଟିଲାଗଡ ଥାନା ପୁଲିସ ଓ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇଛି । ଉଦ୍ଧାର ଗଳିତ ମୃତଦେହଟି ବାଙ୍କେଲ ପଞ୍ଚାୟତ ବାଲିପଦର…
Read More...

ଜରାସିଂହା ପାଟଖଣ୍ଡା ଯାତ୍ରା : ଆଜି ବହୁଡ଼ିବେ ଦେବୀ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଜରାସିଂହା ପାଟଖଣ୍ଡା ଯାତ୍ରାର ବଉରାପିଟାଗୁଡ଼ିରୁ ନିଶିଗୁଡ଼ି ଖଳାକୁ ରବିବାର ସକାଳ ୯ଟାରେ ମା' ପାଟଖଣ୍ଡା ଦେବୀଙ୍କ ଆଗମନ ହୋଇଯାଇଛି । ସେହିପରି ଅପରାହ୍ନ ୧ଟା ପରେ ଜେନାପୂଜା ଓ ବିରୁପାଣି ପୂଜା ଏବଂ ରାତ୍ର ୯ଟାରେ ନିଶିଗୁଡ଼ି ଖଳାରେ ଯାତ୍ରା…
Read More...

ସର୍ବଭାରତୀୟ ଦେଓଗାଁ କପ୍ କ୍ରିକେଟ : ସେମିରେ ବୁଲେଟ୍ ଏକାଦଶ କଳାହାଣ୍ଡି

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ନେହେରୁ ଖେଳପଡ଼ିଆରେ ଦେଓଗାଁ କ୍ରିକେଟ ସଂଘ ପକ୍ଷରୁ ବୁଧବାର ଦିନରୁ ହୋଇ ଆସୁଥିବା ଦେଓଗାଁ ପ୍ରଥମ ସର୍ବଭାରତୀୟ କ୍ରିକେଟ ପ୍ରତିଯୋଗିତା ଶୁକ୍ରବାର ତୃତୀୟ ଦିନରେ ବୁଲେଟ୍ ଏକାଦଶ କଳାହାଣ୍ଡି, ଆଭାନ୍ସ ଏଣ୍ଡ ଆୟାନ୍ସ ଏକାଦଶ ଦେଓଗାଁ, ଷ୍ଟାର୍ ସିଉଲା…
Read More...