Monthly Archives

October 2026

କୋଶଲ ସେନା ପକ୍ଷରୁ ନୂଆଁଖାଇ ଜୁହାର ଭେଟ୍‌ ଓ କୋଶଲ
ସମାବେଶ-୨୦୨୬ ଆୟୋଜିତ

ବରଗଡ଼, (ମୁନ୍ନା ସାହୁ) : ବରଗଡ଼ସ୍ଥିତ ବିଜୁ ପଟ୍ଟନାୟକ ଟାଉନ୍ ହଲ୍‌ଠାରେ କୋଶଲ ସେନା ପକ୍ଷରୁ ନୂଆଁଖାଇ ଜୁହାର ଭେଟ୍‌ ତଥା କୋଶଲ ସମାବେଶ-୨୦୨୬ ଧୁମ୍‌ଧାମରେ ଆୟୋଜିତ ହୋଇଯାଇଛି । ମା’ ସମଲେଶ୍ୱରୀଙ୍କ ଫଟୋଚିତ୍ର ସମ୍ମୁଖରେ ଦୀପ ପ୍ରଜ୍ୱଳନ ସହ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା । କୋଶଲ…
Read More...

ମହାଳୟାରେ ମା’ ସମଲେଶ୍ୱରୀଙ୍କ ଧବଳମୁଖୀ ବେଶ ଦର୍ଶନ : ପିତୃପୁରୁଷଙ୍କ ମୋକ୍ଷ ପ୍ରାପ୍ତିର ବିଶ୍ୱାସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ହେଉଛି ପବିତ୍ର ମହାଳୟା । ଏହି ଦିନ ମା' ସମଲେଶ୍ୱରୀ ଭକ୍ତମାନଙ୍କୁ ଧବଳମୁଖୀ ବେଶରେ ଦର୍ଶନ ଦିଅନ୍ତି । ସବୁବେଳେ ମା' ସିନ୍ଦୁରବର୍ଣ୍ଣା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଥିବା ବେଳେ ମହାଳୟା ଦିନ ଶ୍ୱେତବର୍ଣ୍ଣରେ ଦର୍ଶନ ଦେଇଥାଆନ୍ତି । ମହାଳୟାରେ…
Read More...

ଓଡ଼ିଶା ସୂଚନା ସେବା ଅଧିକାରୀମାନଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ‘ସାମାଜିକ ଗଣମାଧ୍ୟମର ଉଦୀୟମାନ ଧାରା’ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନ ସ୍ୱଚ୍ଛ ଓ ପାରଦର୍ଶୀ ବିଜ୍ଞାପନ ପରିଚାଳନା ପାଇଁ 'ଇ-ସଞ୍ଚାର ଆପ୍'ର ଶୁଭାରମ୍ଭ କଲେ । ମୁଖ୍ୟମନ୍ତ୍ରୀ ସରକାରୀ ସୂଚନା ସେବା ବ୍ୟବସ୍ଥାରେ ସାମାଜିକ ଗଣମାଧ୍ୟମର…
Read More...

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ନିବେଶକ ସଚେତନତା ସେମିନାର

ଆର୍ଥିକ ସାକ୍ଷରତା ଓ ନିବେଶକଙ୍କ ସୁରକ୍ଷା ଉପରେ ଗୁରୁତ୍ୱାରୋପ ବଲାଙ୍ଗିର, (କେପିଏନ୍‌ଏସ୍‌) : ନିବେଶକଙ୍କ ମଧ୍ୟରେ ଆର୍ଥିକ ସାକ୍ଷରତା ବୃଦ୍ଧି, ସଚେତନ ନିବେଶ ଅଭ୍ୟାସର ପ୍ରସାର ଏବଂ ନିବେଶକଙ୍କ ସ୍ୱାର୍ଥ ସୁରକ୍ଷା ଉଦ୍ଦେଶ୍ୟରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରଠାରେ ଭାରତୀୟ…
Read More...

ବାଲିଗୁଡ଼ାରେ ସିରିଜ୍‌ ଦୁର୍ଘଟଣା : ଜଣେ ମୃତ, ଗୁରୁତର ୫୯ ନଂ ଜାତୀୟ ରାଜପଥରେ ମୃତ୍ୟୁର ତାଣ୍ଡବ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ୫୯ ନମ୍ବର ଜାତୀୟ ରାଜପଥ ଏବେ ସଡ଼କ ସୁରକ୍ଷାକୁ ନେଇ ଚିନ୍ତା ବଢ଼ାଇଛି । ଗୋଟିଏ ପଟେ ଦ୍ରୁତଗାମୀ କାର୍‌ର ସିରିଜ୍‌ ଦୁର୍ଘଟଣା, ଅନ୍ୟପଟେ କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ । ଦୁଇଟି…
Read More...

ଓଡ଼ିଆ ଭାଷା ବିକାଶ ମଞ୍ଚର ଗୋପବନ୍ଧୁଙ୍କ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଆନୁକୂଲ୍ୟରେ ଆମ୍ବାଗନସ୍ଥିତ ଗୋପବନ୍ଧୁଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ତଳେ ମଞ୍ଚର ସାଧାରଣ ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱ ଓ ସଭାପତି ପ୍ରଶାନ୍ତ କୁମାର ପତିଙ୍କ ସଭାପତିତ୍ୱରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ…
Read More...

ସ୍ୱଚ୍ଛତା ଓ ବିଚାରାଧୀନ ମାମଲା ତ୍ୱରାନ୍ୱିତ କରିବାକୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ସ୍ୱତନ୍ତ୍ର ଅଭିଯାନ ୬.୦ ଆରମ୍ଭ

ନୂଆଦିଲ୍ଲୀ, (ପିଆଇବି) : ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ୨ ଅକ୍ଟୋବର ୨୦୨୬ ଠାରୁ ‘ସ୍ୱତନ୍ତ୍ର ଅଭିଯାନ ୬.୦’ ଆରମ୍ଭ କରାଯାଇଛି। ଏହି ଅଭିଯାନରେ ଦେଶବ୍ୟାପୀ ମନ୍ତ୍ରଣାଳୟର ୬୧୦ଟି କାର୍ଯ୍ୟାଳୟ ଅଂଶଗ୍ରହଣ କରୁଛନ୍ତି। ଏହି ଅଭିଯାନର ଲକ୍ଷ୍ୟ ହେଉଛି ସରକାରୀ କାର୍ଯ୍ୟାଳୟଗୁଡ଼ିକରେ…
Read More...

୪୮ତମ ବିଶ୍ବ ଦକ୍ଷତା ପ୍ରତିଯୋଗିତାରେ ‘ଟିମ୍ ଇଣ୍ଡିଆ’ର ପ୍ରତିନିଧିମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ଦକ୍ଷତା ତାଲିମ ପ୍ରତିଷ୍ଠାନଗୁଡ଼ିକର ଗୁରୁତ୍ବ ଆଇଆଇଟି ଓ ଆଇଆଇଏମଠାରୁ କିଛି କମ୍ ନୁହେଁ: ପ୍ରଧାନମନ୍ତ୍ରୀପ୍ରଯୁକ୍ତିବିଦ୍ୟାର ଅଗ୍ରଗତି ସହ ଯୁବପିଢ଼ି ନିରନ୍ତର ନୂଆ ଦକ୍ଷତା ହାସଲ କରିବା ସହ ନିଜର ପୂର୍ବ ଦକ୍ଷତାକୁ ଆହୁରି ଉନ୍ନତ କରିବାକୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଭାରତକୁ ଦକ୍ଷ ମାନବ…
Read More...

ସିରୋଲ ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ କ୍ଲଷ୍ଟର ଅଧୀନସ୍ଥ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଗୁଞ୍ଚିତରା ପରିସରରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଉତ୍ସାହ, ଉଦ୍ଦୀପନା ଓ ଆନନ୍ଦମୟ ପରିବେଶରେ ଅନୁଷ୍ଠିତ…
Read More...

ବାନ୍ଦୁପଲା ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଲକି ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ବାନ୍ଦୁପଲା ଆଞ୍ଚଲିକ ସାଧନ କେନ୍ଦ୍ରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଲିଲୁ ମୋହନ ପଧାନଙ୍କ ତତ୍ତ୍ୱାବଧାନରେ ଆୟୋଜିତ…
Read More...