Monthly Archives

October 2026

ମୁରିବାହାଲ କ୍ଲଷ୍ଟରରେ ସୁରଭି-୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ

ବିଭିନ୍ନ ପ୍ରତିଯୋଗିତାରେ ଛାତ୍ରଛାତ୍ରୀଙ୍କ ପ୍ରତିଭା ପ୍ରଦର୍ଶନ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ କ୍ଲଷ୍ଟରସ୍ତରୀୟ ସୁରଭି-୨୦୨୬ କାର୍ଯ୍ୟକ୍ରମ ଶୁକ୍ରବାର ଦିନ ମୁରିବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ…
Read More...

ଗଁରେଇରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗଁରେଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଦିନ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଆନନ୍ଦ ଓ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି । ଗଁରେଇ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସତ୍ୟନାରାୟଣ ଦାଶଙ୍କ…
Read More...

ଜଗଧାତ୍ରୀ ପୂଜା ଓ ମେଳା କମିଟିର ବାର୍ଷିକ ସାଧାରଣ ବୈଠକ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ଭଞ୍ଜପୁର ଦୁର୍ଗା ମଣ୍ଡପରେ ଭଞ୍ଜପୁର ଜଗଧାତ୍ରୀ ପୂଜା ଓ ମେଳା କମିଟିର ବାର୍ଷିକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ଉପ ବାଚସ୍ପତି ସାନନ୍ଦ ମାର୍ଣ୍ଡିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନଗରପାଳ କୃଷ୍ଣଓନନ୍ଦ ମହାନ୍ତି, ଭଞ୍ଜସେନାର…
Read More...

ସାଧାରଣ ନାଗରିକଙ୍କ ନିକଟତର ହେବା ଲାଗି ଓଡ଼ିଶା ସୂଚନା ସେବା ଅଧିକାରୀଙ୍କୁ ପରାମର୍ଶ ଦେଲେ ପିଆଇବି ଏଡିଜି

ପ୍ରଭାବୀ ଜନସଞ୍ଚାର ମାଧ୍ୟମରେ ପ୍ରଶାସନ ଓ ନାଗରିକଙ୍କ ମଧ୍ୟରେ ବ୍ୟବଧାନ ଦୂର କରିବା ଲାଗି ଦେଲେ ଆହ୍ୱାନଜନସଞ୍ଚାର କୌଣସି ପ୍ରଶାସନିକ ଔପଚାରିକତା ନୁହେଁ ବରଂ ପ୍ରଶାସନର ଆଧାର: ଅଖିଳ କୁମାର ମିଶ୍ର ଭୁବନେଶ୍ୱର, (ପିଆଇବି) : ଭୁବନେଶ୍ୱରସ୍ଥିତ ଲୋକସେବା ଭବନ ଠାରେ ଆଜି ଓଡ଼ିଶା ସୂଚନା…
Read More...

ଉତ୍କଳମଣି ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ପକ୍ଷରୁ ଗୋପବନ୍ଧୁ ଜୟନ୍ତୀ ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳମଣି ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ଆନୁକୂଲ୍ୟରେ ପ୍ରଖ୍ୟାତ ଜନନାୟକ ସ୍ୱାଧିନତା ସଂଗ୍ରାମୀ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସମ୍ପାଦକ ତଥା ସମାଜସେବୀ ଅରୁଣ କୁମାର ପରିଡାଙ୍କ ଅଧ୍ୟକ୍ଷତରେ ଅନୁଷ୍ଠିତ ହୋଇଯାଇଛି ।…
Read More...

କ୍ଲିନ୍ ଆଣ୍ଡ ଗ୍ରୀନ୍ ଓ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ତରଫରୁ ସେବା ସଂକଳ୍ପ ଅଭିଯାନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରରେ ସ୍ୱଚ୍ଛତା ଓ ପରିବେଶ ପ୍ରତି ପ୍ରତିବଦ୍ଧତା ରଖିଥିବା ଅନୁଷ୍ଠାନ କ୍ଲିନ୍ ଆଣ୍ଡ ଗ୍ରୀନ୍ ତଥା ରାଉରକେଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଉଦିତ ନଗର ଛକଠାରେ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ଦୁଇ ଚକିଆ ଓ…
Read More...

ଛାତ୍ର ସଂସଦ ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଛାତ୍ର ସଂସଦ ନିର୍ବାଚନକୁ ନେଇ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆରମ୍ଭ ହୋଇଛି ନିର୍ବାଚନୀ ପ୍ରକ୍ରିୟା । ନିଜ ନିଜ ସଂଗଠନର ପ୍ରାର୍ଥୀଙ୍କୁ ସାଙ୍ଗରେ ନେଇ ବିଭିନ୍ନ ଛାତ୍ର ସଂଗଠନ ପକ୍ଷରୁ ଦାଖଲ କରାଯାଇଛି ପ୍ରାର୍ଥୀପତ୍ର । ଆଜି ସକାଳ ୧୦ଟାରୁ ଆରମ୍ଭ ହୋଇଛି…
Read More...

ମୁଣ୍ଡ ଟେକିଲା ଟିଟିଲାଗଡ଼ ଜିଲ୍ଲା ଦାବି ଆନ୍ଦୋଳନ

ଜିଲ୍ଲା ମାନ୍ୟତା ନମିଳିଲେ କଲେଜ ନିର୍ବାଚନ ବନ୍ଦ ଡାକରା ଟିଟିଲାଗଡ଼, (କେପିଏନ୍‌ଏସ୍‌) : ପୁଣି ମୁଣ୍ଡ ଟେକିଲା ଟିଟିଲାଗଡ଼ ଜିଲ୍ଲା ଦାବି ଆନ୍ଦୋଳନ । ଏଥର ଛାତ୍ର ସଂସଦ ନିର୍ବାଚନକୁ ନେଇ ତେଜିଲା ଜିଲ୍ଲା ମାନ୍ୟତା ଦାବି । ଜିଲ୍ଲା ମାନ୍ୟତା ନମିଳିବା ଯାଏଁ କଲେଜ ନିର୍ବାଚନ ହେବାକୁ…
Read More...

ଉଦଳା ଡାକ୍ତରଖାନାରେ ଭୟଙ୍କର ଅଘଟଣ

ଆମ୍ବୁଲାନ୍ସରେ ଅକ୍ସିଜେନ୍ ଟାଙ୍କି ବିସ୍ଫୋରଣ, ଜଣେ ରୋଗୀ ମୃତ, ୨ ଗୁରୁତର ମୟୂରଭଞ୍ଜ, (କେପିଏନ୍‌ଏସ୍‌) : ମୟୂରଭଞ୍ଜ ଜିଲ୍ଲା ଉଦଳା ଡାକ୍ତରଖାନା ପରିସରରେ ଘଟିଛି ଏକ ଭୟାବହ ଅଘଟଣ । ଅକ୍ସିଜେନ୍ ଟାଙ୍କି ଫାଟି ଜଳିଗଲା ଘରୋଇ ଆମ୍ବୁଲାନ୍ସ । ଏହି ଦୁର୍ଘଟଣାରେ ଜଣେ ରୋଗୀଙ୍କ ମୃତ୍ୟୁ…
Read More...

ଶରଣକୁଳ କଲେଜ ଅଧ୍ୟକ୍ଷଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁକୁ ନେଇ ସନ୍ଦେହ

ଦଶପଲ୍ଲା, (କେପିଏନ୍‌ଏସ୍‌) : ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନ୍‌ରୁ ନୟାଗଡ଼ ଜିଲ୍ଲା ଶରଣକୁଳ କଲେଜର ଅଧ୍ୟକ୍ଷ ମହେଶ୍ୱର ମହାପାତ୍ରଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ଉଦ୍ଧାର ହୋଇଛି । ଦଶପଲ୍ଲା ଷ୍ଟେସନରେ ଟ୍ରେନ୍‌ ପହଞ୍ଚିବା ପରେ ଜିଆର୍‌ପି ପୁଲିସ ମୃତଦେହକୁ ଉଦ୍ଧାର କରିଥିଲା । ପରେ…
Read More...