Monthly Archives

October 2026

ଛତ୍ରପୁର ବ୍ଲକ ଅଧୀନରେ ଥିବା ୫ଟି ପଞ୍ଚାୟତକୁ ଟିବି ମୁକ୍ତ ଘୋଷଣା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଓସ୍ୱାନ୍ ସଭାଗୃହରେ ଟିବି ମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛତ୍ରପୁର ବ୍ଲକ ଅଧୀନରେ ଥିବା ୫ଟି ପଞ୍ଚାୟତକୁ ଗଞ୍ଜାମ ଜିଲ୍ଲା ପ୍ରଶାସନ…
Read More...

ପଥପ୍ରାନ୍ତ ନାଟକ ‘ସେବା ନମୋ ଗାଥା’ ପରିବେଷିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଢୋଲବନ୍ଧସ୍ଥିତ ସଚେତନ ହେମା ଅନୁଷ୍ଠାନ ପକ୍ଷରୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ବରଗଡ଼ ଜିଲ୍ଲା ପ୍ରଶାସନର ଆନୁକୂଲ୍ୟରେ ଆୟୋଜିତ ‘ସେବା ସଂକଳ୍ପ ଅଭିଯାନ – ୨୦୨୬’ ଅବସରରେ ପଥପ୍ରାନ୍ତ ନାଟକ ‘ସେବା ନମୋ ଗାଥା’ ବିଭିନ୍ନ…
Read More...

ସୁବର୍ଣ୍ଣପୁରରେ ୭୨ ତମ ବନ୍ୟପ୍ରାଣୀ ସପ୍ତାହ ଉଦଯାପିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ବନ ବିଭାଗ ପକ୍ଷରୁ ଜିଲ୍ଲା ବନଖଣ୍ଡ କାର୍ଯ୍ୟାଳୟ ଠାରେ ୭୨ ତମ ବନ୍ୟପ୍ରାଣୀ ସପ୍ତାହ ଉଦଯାପିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଦେବାଶିଷ୍ ସିଂହ ଯୋଗ ଦେଇ ବନ୍ୟପ୍ରାଣୀଙ୍କ ସହ ସମଗ୍ର…
Read More...

ସୁବର୍ଣ୍ଣପୁରରେ ଇଣ୍ଡି ମେଣ୍ଟର ବନ୍ଦ ଶାନ୍ତିପୂର୍ଣ୍ଣ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଇଣ୍ଡି ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ସୁବର୍ଣ୍ଣପୁର ଜିଲ୍ଲାରେ ଶାନ୍ତିପୂର୍ଣ୍ଣ ସହ ସଫଳ ହୋଇଛି । ଏମଏମଡିଆର୍‌ ଆଇନ ରଦ୍ଦ, ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାରଙ୍କ ବରଖାସ୍ତ, ପାଠ୍ୟପୁସ୍ତକ ମୁଦ୍ରଣରେ ତ୍ରୁଟି ପାଇଁ…
Read More...

ରାଜବୋଡାସମ୍ବର କୃଷକ ସଂଗଠନ ତରଫରୁ ଗାଁକୁ ଚାଲ ଅଭିଯାନ : ପାଇକମାଲ ବ୍ଲକର ବୁକରାମୁଣ୍ଡା ମଣ୍ଡିରେ ପ୍ରଥମ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ରାଜବୋଡାସମ୍ବର କୃଷକ ସଂଗଠନ ତରଫରୁ ଗାଁକୁ ଚାଲ ଅଭିଯାନରେ ପାଇକମାଲ ବ୍ଲକର ବୁକରାମୁଣ୍ଡା ମଣ୍ଡି ଠାରେ ଯୋଗେଶ୍ୱର ପଧାନଙ୍କ ନେତୃତ୍ୱରେ ଏକ ପଞ୍ଚାୟତ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଉପଖଣ୍ଡ ସଭାପତି ସୁବାସ ସାମନ୍ତରାୟ, ଅଜିତ…
Read More...

ମୁରିବାହାଲରେ କଂଗ୍ରେସର ୧୨ଘଣ୍ଟିଆ ବନ୍ଦ ପାଳନ ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଏମ୍ଏମ୍ ଡିଆର୍‌ ୨୦୨୬, ଏସ୍ ଆଇ ଆର୍‌, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା କ୍ଷୟକ୍ଷତିକୁ ପ୍ରସଙ୍ଗକୁ ନେଇ କଂଗ୍ରେସ ଓ ଇଣ୍ଡିଆ ମେଣ୍ଟ ପକ୍ଷରୁ ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିର୍ଦ୍ଦେଶ କ୍ରମେ ଓ ରାଜ୍ୟ ସାଙ୍ଗଠନିକ ଉପସଭାପତି ସନ୍ତୋଷ ସିଂ…
Read More...

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ

ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି ।…
Read More...

୪୬ ବର୍ଷ ପରେ ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ : ପ୍ରଥମଥର ପାଇଁ ଭୋଟ ଦେବେ ଛାତ୍ରଛାତ୍ରୀ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଦୀର୍ଘ ୪୬ ବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି । ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ ଚଳିତବର୍ଷ ପ୍ରଥମଥର ପାଇଁ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି । ୧୯୭୯ ମସିହାରେ ପ୍ରତିଷ୍ଠିତ ଏହି ପୁରାତନ ଶିକ୍ଷାନୁଷ୍ଠାନରେ ଏଯାଏ…
Read More...

ସ୍ୱଚ୍ଛ ଭାରତ ଅଭିଯାନରେ ସଫେଇ କାର୍ଯ୍ୟକ୍ରମ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ଲଣ୍ଡାଗାଁଠାରେ ବାରଖମା ମଣ୍ଡଳ କୃଷକ ମୋର୍ଚ୍ଚା ପକ୍ଷରୁ ସ୍ୱଚ୍ଛ ଭାରତ ଅଭିଯାନ ଆୟୋଜିତ ହୋଇଯାଇଛି । ବାରଖମା ମଣ୍ଡଳ କୃଷକ ମୋର୍ଚ୍ଚା ସଭାପତି ପରମା ଠେଲା ଏବଂ ସମ୍ପାଦକ ପ୍ରକାଶ ରଣାଙ୍କ ଉଦ୍ୟମରେ…
Read More...

ବନ୍ଦର ପ୍ରଭାବରେ ବାଲିଗୁଡ଼ା ଜନଶୂନ୍ୟ, ରାସ୍ତାରେ କଂଗ୍ରେସର ଶକ୍ତି ପ୍ରଦର୍ଶନ

ଦୋକାନବଜାରରେ ତାଲା, ଯାତାୟାତ ଠପ୍‌ ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଓଡ଼ିଶା ବନ୍ଦର ପ୍ରଭାବରେ ଗୁରୁବାର ବାଲିଗୁଡ଼ା ସହରର ସ୍ୱାଭାବିକ ଜନଜୀବନ ଏକପ୍ରକାର ଅଚଳ ହୋଇପଡ଼ିଛି । ସହରର ପ୍ରମୁଖ ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନରେ ତାଲା ଝୁଲିଥିବାବେଳେ ରାସ୍ତାରେ ଯାନବାହାନ…
Read More...