ଗଞ୍ଜାମ ଜିଲ୍ଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଅନସ୍ଲୋ ହାଇସ୍କୁଲ ପ୍ରଥମ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା-୨୦୨୬ରେ ଛତ୍ରପୁରସ୍ଥିତ ପିଏମ୍ ଶ୍ରୀ ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ଅଧିକାର କରିଛି । ବିଦ୍ୟାଳୟ ପରିସରରେ ଆଜି ଅନୁଷ୍ଠିତ ଏହି ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଗଞ୍ଜାମ!-->…
Read More...
Read More...