Monthly Archives

October 2026

ଅବସର କାଳୀନ ସମ୍ବର୍ଦ୍ଧନା ସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ହୋମିଓପ୍ୟାଥି ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବଲାଙ୍ଗିର ଟାଉନ ସରକାରୀ ହୋମିଓପ୍ୟାଥି ଚିକିତ୍ସାଳୟର ବରିଷ୍ଠ ଚିକିତ୍ସକ ଡା. ଅଶୋକ କୁମାର ସେଠିଙ୍କ ଅବସର ଗ୍ରହଣ କରିଥିବାରୁ ତାଙ୍କ ଉଦ୍ଦେଶ୍ୟରେ ଏକ ସଭା ଅନୁଷ୍ଠିତ…
Read More...

ନୃସିଂହନାଥରେ ବନୌଷଧି ଦର୍ଶନ କାର୍ଯ୍ୟକ୍ରମ ଉଦଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗନ୍ଧମାର୍ଦ୍ଦନ ଆୟୁର୍ବେଦିକ ପାରମ୍ପରିକ ବୈଦ୍ୟ ମହାସଂଘ ଦ୍ୱାରା ଆୟୋଜିତ ବନୌଷଧି ଦର୍ଶନ ଓ ବୈଦ୍ୟ ସମ୍ମିଳନୀ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ଆଇଓସିଏଲ ଧର୍ମଶାଳା ଠାରେ ଉଦଘାଟିତ ହୋଇଯାଇଛି । ସକାଳ ୧୦ ଘଟିକା ସମୟରେ ସମ୍ମିଳନୀ…
Read More...

ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଧାନଘରା ଠାରେ ପ୍ରଧାନ ଶିକ୍ଷକ ଦୁତିଆ ସେଠଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଏବିଇଓ ରମେଶ ଚନ୍ଦ୍ର ସାମର୍ଥ ଓ…
Read More...

ଓଏଭି ମହିମୁଣ୍ଡାରେ ଆଧୁନିକ ପ୍ରଯୁକ୍ତି ବିଦ୍ୟା ଶିବିର

"କୃତ୍ରିମ ବୁଦ୍ଧିମତା, ରୋବୋଟିକ୍ସ ଓ ସାଇବର ସୁରକ୍ଷା ଉପରେ ଛାତ୍ରଛାତ୍ରୀଙ୍କୁ ପ୍ରଶିକ୍ଷଣ" ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି), ମହିମୁଣ୍ଡାଠାରେ କୃତ୍ରିମ ବୁଦ୍ଧିମତା, ରୋବୋଟିକ୍ସ ଓ ସାଇବର ସୁରକ୍ଷା ସମ୍ପର୍କିତ ଏକ ଆଧୁନିକ…
Read More...

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ଆଲୋଚନା ଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲା ମହାନଗରର କେଶବ ନଗର ଶାଖା ଓ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର, ସେକ୍ଟର-୬ର ମିଳିତ ଆନୁକୂଲ୍ୟରେ ମାସିକ ସାରସ୍ୱତ ସମାବେଶ ବିଜୟିନୀ ଜେନାଙ୍କ ସଭାପତିତ୍ୱ ଓ ସୁସ୍ମିତା ମହାପାତ୍ରଙ୍କ ଆବାହକତ୍ୱରେ ସମାପନ ହୋଇଯାଇଛି…
Read More...

କର୍ମକ୍ଷେତ୍ରରୁ ଅବସର ଗ୍ରହଣ କଲେ ରାଉରକେଲା ସିଡିପିଓ ଶ୍ରୀମତୀ ଦର୍ଶନୀ ଏକ୍କା

ରାଉରକେଲା, (ସସ୍ମିତା ପ୍ରଧାନ) : ୩୯ ବର୍ଷ ସିଡିପିଓ ଭାବେ କର୍ମକ୍ଷେତ୍ରରେ କାର୍ଯ୍ୟ କରିବା ପରେ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି ଦର୍ଶନୀ ଏକ୍କା । ରାଜ୍ୟ ମହିଳା ଓ ଶିଶୁ ବିଭାଗ ଅଧିନସ୍ଥ ରାଉରକେଲା ଉଦିତନଗର ସ୍ଥିତ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଭାବେ କାର୍ଯ୍ୟ କରି…
Read More...

ରାଉରକେଲାରେ ମାଣିକା ଫାଉଣ୍ଡେସନ୍‌ର ଡାଣ୍ଡିଆ ନାଇଟ୍ସ : ୨୦୦ ମହିଳାଙ୍କ ଉତ୍ସାହପୂର୍ଣ୍ଣ ଅଂଶଗ୍ରହଣ

ରାଉରକେଲା, (ସସ୍ମିତା ପ୍ରଧାନ) : ମାଣିକା ଫାଉଣ୍ଡେସନ୍ ପକ୍ଷରୁ ଭବ୍ୟ ଓ ରଙ୍ଗାରଙ୍ଗ ଡାଣ୍ଡିଆ ନାଇଟ୍ସ ଆୟୋଜିତ ହୋଇଯାଇଛି । ପ୍ରାୟ ୨୦୦ ଜଣ ମହିଳା ଉତ୍ସାହର ସହ ଯୋଗଦେଇ ନୃତ୍ୟ, ସଙ୍ଗୀତ ଓ ଆନନ୍ଦରେ ସାମିଲ ହୋଇଥିଲେ । ମାଣିକ ଫାଉଣ୍ଡେସନର ସଭାପତି କାମିନୀ ମହନ୍ତଙ୍କ ଆବାହକତ୍ୱ ଓ…
Read More...

ଗୋପବନ୍ଧୁ ପାଠାଗାରରେ ଗାନ୍ଧି ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଗୋପବନ୍ଧୁ ପାଠାଗାରର ସତ୍ୟବାଦୀ କକ୍ଷରେ ମହାତ୍ମା ଗାନ୍ଧି ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଶ୍ରଦ୍ଧା ଓ ସମ୍ମାନର ସହ ପାଳିତ ହୋଇଯାଇଛି । ଅକ୍ଟୋବର ୨ ତାରିଖର ଏହି ଦିନରେ ଦୁଇ ମହାପୁରୁଷଙ୍କ ଆଦର୍ଶ ଓ ଦେଶ ପାଇଁ ଅବଦାନକୁ ସ୍ମରଣ କରାଯାଇଥିଲା ।…
Read More...

ମଲମୁଣ୍ଡା କ୍ଲଷ୍ଟର ଚତୁର୍ଥ ମାସିକ ବୈଠକ

ପୁଇଁତଲା, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ୍ ଅନ୍ତର୍ଗତ ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଜୁହ୍ନାପଦର ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରମୋଦ କୁମାର ପଟେଲଙ୍କ ଆବାହକ କ୍ରମେ ଓସେପା, ଓଡିଶାଙ୍କ ପତ୍ର ସଂଖ୍ୟା- ୧୧୦୧୬ / ଟିଇଓ…
Read More...

ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ

ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପିରେ ସାମିଲ କରିବାକୁ ଦାବି ବରଗଡ଼/ବଲାଙ୍ଗିର, (କେପିଏନ୍‌ଏସ୍‌) : ଗାନ୍ଧୀ ଜୟନ୍ତୀ ଅବସରରେ ଅକ୍ଟୋବର ୨ ତାରିଖ ଦିନ ବରଗଡ଼ ଜିଲ୍ଲାର ଗାଇସିଲେଟ ବ୍ଲକ ଅନ୍ତର୍ଗତ କଟାବାହାଲ ଗ୍ରାମ ପଞ୍ଚାୟତ, ପାଇକମାଲ ବ୍ଲକର ପଲସଦା ଓ…
Read More...