Monthly Archives

October 2026

ଶିବତଲା ଗ୍ରାମ ପଞ୍ଚାୟତରେ ମେଗା ସଫେଇ ଅଭିଯାନ

ସଦରବ୍ଲକ, (ରାଜେଶ ଦଣ୍ଡସେନା) : ଗାନ୍ଧୀ ଜୟନ୍ତୀ ଅବସରରେ ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ଶିବତଲା ଗ୍ରାମ ପଞ୍ଚାୟତରେ ଗ୍ରାମସଭା ଓ ମେଗା ସଫେଇ ଅଭିଯାନ ହୋଇଥିଲା । ଏହି ସଫେଇ ଅଭିଯାନକୁ ଶିବତଲା ସେବାଶାନ୍ତି ସଂଗଠନର କର୍ମକର୍ତ୍ତା ଓ ଗ୍ରାମବାସୀଙ୍କର ମିଳିତ ଉଦ୍ୟମରେ ସଫଳ ହୋଇଥିଲା ।…
Read More...

ବଙ୍ଗୋମୁଣ୍ଡାରେ ନୂତନ ବିଇଓଙ୍କ ଯୋଗଦାନ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକରେ ନୂତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ କାହ୍ନୁଚରଣ ନାୟକ ଯୋଗଦାନ କରିଛନ୍ତି । ପୂର୍ବରୁ ଶାନ୍ତନୁ ପଢ଼ିହାରୀ ଅତିରିକ୍ତ ଦାୟିତ୍ୱରେ ବିଇଓ ଭାବେ କାର୍ଯ୍ୟ ତୁଳାଉଥିଲେ । ନୂତନ ବିଇଓଙ୍କ ଯୋଗଦାନ ଅବସରରେ ବିଇଓ…
Read More...

ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ : ସ୍ୱଚ୍ଛତା ରାଲି ଆୟୋଜିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ବଲାଙ୍ଗିର ସହର ମାଲପଡା ସ୍ଥିତ ମଣ୍ଟେସୋରୀ ପବ୍ଲିକ ସ୍କୁଲ ତରଫରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ସ୍କୁଲ ପ୍ରତିଷ୍ଠାତା ତଥା ମେନେଜିଙ୍ଗ ଡାଇରେକ୍ଟର ରବିଚନ୍ଦ୍ର ଉଦ୍‌ଗାତା, ଚେୟାରମ୍ୟାନ ବିରେନ୍ଦ୍ର…
Read More...

ବରିଷ୍ଠ ନାଗରିକଙ୍କୁ ଜଗନ୍ନାଥ ଦର୍ଶନ ପାଇଁ ନେଲା ଦେଓଗାଁ ବ୍ଲକ ପ୍ରଶାସନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ସଭା କକ୍ଷରେ ଗୁରୁବାର ଦିନ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି । ତେବେ ଏହି ଅବସରରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ କୁମାରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ବୈଠକରେ ଦେଓଗାଁ ପଞ୍ଚାୟତ ସମିତି ଅଧକ୍ଷ ଦୟାନିଧି ଖମାରୀ,…
Read More...

ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଶ୍ରଦ୍ଧା ଓ ସମ୍ମାନର ସହ ପାଳିତ ହୋଇଯାଇଛି । ଏହି ଅବସରରେ ଗାନ୍ଧୀଜୀଙ୍କ ଅହିଂସା, ସତ୍ୟ, ଶାନ୍ତି ଓ…
Read More...

ଶାରଦୀୟ ଦୁର୍ଗାପୂଜା ପାଇଁ ଶାନ୍ତି କମିଟି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଗାମୀ ଶାରଦୀୟ ଦୁର୍ଗାପୂଜାକୁ ଶାନ୍ତି, ଶୃଙ୍ଖଳା ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ପରିବେଶରେ ପାଳନ ନେଇ ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ପରିସରରେ ଶୁକ୍ରବାର ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ପଦ୍ମପୁର ଏସଡିପିଓ ପାଣ୍ଡବ ଶବରଙ୍କ ସଭାପତିତ୍ୱରେ…
Read More...

ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୂନରେ ମୁଖରିତ ହେଲା ଗାଁ,…

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଶ୍ରଦ୍ଧା ଓ ଉତ୍ସାହର ସହ ପାଳିତ ହୋଇଯାଇଛି । ଏହି ଅବସରରେ ଛାତ୍ରଛାତ୍ରୀମାନେ ଗାନ୍ଧୀ ଓ…
Read More...

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ…

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ବାଲିଗୁଡ଼ାରେ ଶ୍ରଦ୍ଧା ଓ ସମ୍ମାନର ସହ ପାଳିତ ହୋଇଛି । ଏହି ଅବସରରେ ପିଡବ୍ଲ୍ୟୁଡି ଛକସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଓ…
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନ ହୋଇଯାଇଛି । ପ୍ରାତଃ ପର୍ଯ୍ୟାୟରେ ସସ୍ମିତା ଶତପଥି ଓ ଦୁର୍ବାଦଳ ସାହୁ ଗାନ୍ଧିଜୀଙ୍କ ବିଷୟରେ ମାର୍ଗ ଦର୍ଶନ କରିଥିବା ବେଳେ ଶରତ ମେହେର ଓ ଥବିର ଦଣ୍ଡସେନା ଲାଲବାହାଦୂରଙ୍କ…
Read More...

ଉତ୍କଳମଣି ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ପକ୍ଷରୁ ଗନ୍ଧିଜୀ ଓ ଶାସ୍ତ୍ରିଜୀ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳମଣି ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ଆନୁକୂଲ୍ୟରେ ଆୟୋଜିତ ଜାତିରଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଓ ଶାନ୍ତିଦୂତ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ସ୍ଥାନୀୟ ଆଇଡ଼ିଏଲ୍‌ ଅତିଥି ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସମ୍ପାଦକ ତଥା…
Read More...