Monthly Archives

October 2026

ରାଉରକେଲା ଡିଏଭି ପବ୍ଲିକ ସ୍କୁଲରେ ଗାନ୍ଧୀ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାସ୍ଥିତ ଡ. ଏ. ଏନ. କେ. ଡିଏଭି ପବ୍ଲିକ ସ୍କୁଲ ପରିସରରେ ମୋହନଦାସ କରମଚାନ୍ଦ ଗାନ୍ଧୀଙ୍କ ୧୫୭ତମ ଜୟନ୍ତୀ ଅତ୍ୟନ୍ତ ଉତ୍ସାହ ଓ ଆଡମ୍ବର ସହ ପାଳନ କରାଯାଇଛି । ଛାତ୍ରଛାତ୍ରୀମାନଙ୍କ ପାଇଁ ଛୁଟିଦିନ ଥିବାରୁ କାର୍ଯ୍ୟକ୍ରମଟି ସମ୍ପୂର୍ଣ୍ଣ ଭାବେ…
Read More...

ଆଗଲପୁର ବ୍ଲକରେ ବିଜେଡିର ପଦଯାତ୍ରା ଅନୁଷ୍ଠିତ

ଆଗଲପୁର, (ବିମଳେନ୍ଦୁ ସାହୁ) : ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଜାତିର ଜନକ ସତ୍ୟ ଓ ଅହିଂସାର ପ୍ରତୀକ ମହାତ୍ମା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀରେ ବିଜୁ ଜନତା ଦଳ ଆଗଲପୁର ବ୍ଲକ ତରଫରୁ ପଟୁଆପାଲି ପଞ୍ଚାୟତ ପାଣ୍ଡରିଡୁଙ୍ଗରି…
Read More...

ବୁଢ଼ୀପଦର ପଞ୍ଚାୟତରେ “ସ୍ୱଚ୍ଛତା ହିଁ ସେବା” କାର୍ଯ୍ୟକ୍ରମ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ବୁଢ଼ୀପଦର ପଞ୍ଚାୟତ ଅନ୍ତର୍ଗତ ରୁଗୁଡ଼ିଖାଲ ବଜାର ପରିସରରେ "ସ୍ଵଛତା ହିଁ ସେବା" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସରପଞ୍ଚ ଲକ୍ଷ୍ମୀ ପଧାନଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋଇସିଂହା ଗୋଷ୍ଠୀ ଉନ୍ନୟନ…
Read More...

ସାଇଟ୍‌ କଲେଜରେ ଗାନ୍ଧୀଜୟନ୍ତୀ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସଦାଇପାଲି ସାଇଟ୍‌ କଲେଜରେ ଗାନ୍ଧୀଜୟନ୍ତୀ ଏବଂ ଲାଲବାହାଦୁର ଶାସ୍ତ୍ରୀଜୟନ୍ତୀ ପାଳିତ ହୋଇଯାଇଛି । ସାଇଟ୍‌ ନର୍ସିଂ ଅଧ୍ୟକ୍ଷା ସ୍ନିଗଧାମିନତୀ ଦାନୀ ଅଧ୍ୟକ୍ଷତା କରିଥିବା ବେଳେ ରାମଜୀ ଯୁବକ ସଂଘର ସଭାପତି ଡ. ପ୍ରମୋଦ କୁମାର ମିଶ୍ର ମୁଖ୍ୟଅତିଥି…
Read More...

ଚୁଡାପାଲି ଶିଶୁ ମନ୍ଦିରରେ ଗାନ୍ଧୀ ଏବଂ ଶାସ୍ତ୍ରୀ ଜୟନ୍ତୀ

ସଦରବ୍ଲକ, (ରାଜେଶ ଦଣ୍ଡସେନା) : ଆଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଚୁଡ଼ାପାଲିରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ବରିଷ୍ଠ ଆଚାର୍ଯ୍ୟ ସତବାଜୀ ବରିହା ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭଆରମ୍ଭ କରିଥିଲେ ଓ ତାଙ୍କୁ ଗୁରୁଜୀ ବିନୋଦ କୁମାର ନାଏକ ସହଯୋଗ…
Read More...

ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘର ସାଧାରଣ ବୈଠକ

ସଦରବ୍ଲକ, (ରାଜେଶ ଦଣ୍ଡସେନା) : ସ୍ଥାନୀୟ ପୁଇଁତଲା ଗ୍ରୀଡ଼ରେ ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଙ୍ଘର ସେକ୍ସନ ସ୍ତରୀୟ ସାଧାରଣ ବୈଠକ ସଂଘର ଉପ ସଭାପତି ପବିତ୍ର ଖୁଣ୍ଟିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ସଭାରେ ସମସ୍ତ ସହକର୍ମୀଙ୍କ ସୁବିଧା ଅସୁବିଧା ବିଷୟରେ ଆଲୋଚନା ହେବା ସହ…
Read More...

ଭାନପୁରରେ ଜଳ ଅର୍ପଣ ଦିବସ ପାଳିତ

ଜଳର ଗୁଣବତ୍ତା, ସଞ୍ଚୟ ଓ ସୁବ୍ୟବହାର ଉପରେ ଗୁରୁତ୍ୱ ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ଭାନପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ଶୁକ୍ରବାର ‘ଜଳ ଅର୍ପଣ ଦିବସ’ ପାଳିତ ହୋଇଯାଇଛି । ବିଭାଗୀୟ…
Read More...

ମାଝୀପଡାରେ ଆନ୍ତର୍ଜାତୀୟ ଅହିଂସା ଦିବସ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଲକ ଅନ୍ତର୍ଗତ ଷୋହଳଗୋଟି ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନ କରାଯାଇଥିଲା । ଏହି ଅବସରରେ ଚଟୁଅନକା ଗ୍ରାମ ପଞ୍ଚାୟତର ମାଝୀପଡା ପ୍ରାଥମିକ ବିଦ୍ୟାଳୟରେ ଆନ୍ତର୍ଜାତୀୟ ଅହିଂସା ଦିବସ ପାଳନ କରାଯାଇଥିଲା । ପ୍ରଧାନ ଶିକ୍ଷୟିତ୍ରୀ…
Read More...

ବଲାଙ୍ଗିର ସଦରମହକୁମା ଠାରେ ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ସଦରମହକୁମା ଠାରେ ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳନ ହୋଇଥିଲା । କାର୍ଯ୍ୟକ୍ରମ ପ୍ରାରମ୍ଭରେ, ଗାନ୍ଧୀ ଭବନ ସମ୍ମୁଖସ୍ଥ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ…
Read More...

କେସିଙ୍ଗା ଏନ୍‌ଏସି ପକ୍ଷରୁ ଗାନ୍ଧୀ ଜୟନ୍ତୀ ଅବସରରେ “ସ୍ୱଚ୍ଛତା ହିଁ ସେବା” କାର୍ଯ୍ୟକ୍ରମ

କେସିଙ୍ଗା, (ପ୍ରୀତେଶ ପଟେଲ) : ସାରା ଦେଶରେ କେନ୍ଦ୍ର ସରକାରଙ୍କ ଦ୍ଵାରା "ସ୍ଵଚ୍ଛତା ହିଁ ସେବା" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଜି ଜାତୀୟ ପିତା ମହାତ୍ମା ଗାନ୍ଧୀଙ୍କ ୧୫୭ ତମ ଜୟନ୍ତୀ ଓ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ୧୨୨ ତମ ଜୟନ୍ତୀ ଉପଲକ୍ଷେ…
Read More...