କଂଗ୍ରେସ ସେବାଦଳ ପକ୍ଷରୁ ରକ୍ତଦାନ ଶିବିର : ମୋଟ ୫୦ ୟୁନିଟ ରକ୍ତ ସଂଗୃହିତ
ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ଷ୍ଟାଡିୟମ ସମ୍ମିଳନୀ କକ୍ଷ ଠାରେ ମୟୂରଭଞ୍ଜ (ପୂର୍ବ) କଂଗ୍ରେସ ସେବାଦଳ ପକ୍ଷରୁ ଏକ ସ୍ୱେଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ସେବାଦଳ ଅଧ୍ୟକ୍ଷ ଶୁଭେନ୍ଦୁ ମହାନ୍ତି ଶିବିରକୁ ଉଦ୍ଘାଟନ କରିଥିବା ବେଳେ, ପିସିସି ସାଧାରଣ ସମ୍ପାଦକ!-->…
Read More...
Read More...