Daily Archives

କଂଗ୍ରେସ ସେବାଦଳ ପକ୍ଷରୁ ରକ୍ତଦାନ ଶିବିର : ମୋଟ ୫୦ ୟୁନିଟ ରକ୍ତ ସଂଗୃହିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ଷ୍ଟାଡିୟମ ସମ୍ମିଳନୀ କକ୍ଷ ଠାରେ ମୟୂରଭଞ୍ଜ (ପୂର୍ବ) କଂଗ୍ରେସ ସେବାଦଳ ପକ୍ଷରୁ ଏକ ସ୍ୱେଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ସେବାଦଳ ଅଧ୍ୟକ୍ଷ ଶୁଭେନ୍ଦୁ ମହାନ୍ତି ଶିବିରକୁ ଉଦ୍‌ଘାଟନ କରିଥିବା ବେଳେ, ପିସିସି ସାଧାରଣ ସମ୍ପାଦକ…
Read More...

ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ : ନଭେମ୍ବର ୫ରୁ ଆରମ୍ଭ ହେବ ପ୍ରତିଯୋଗିତା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାରେ ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ (ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଏଲଗ୍) ଆୟୋଜନ ନିମନ୍ତେ ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି…
Read More...

କଣ୍ଟାବାଞ୍ଜି ମହାବିଦ୍ୟାଳୟରେ ଦୁର୍ନୀତି ନିବାରଣ ସପ୍ତାହ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କଣ୍ଟାବାଞ୍ଜି ମହାବିଦ୍ୟାଳୟରେ ଦୁର୍ନୀତି ନିବାରଣ ସପ୍ତାହ ଉପଲକ୍ଷେ ଏକ ସଚେତନତା ସଭା ଓ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ସଭାରେ କାର୍ଯ୍ୟବାହୀ ଅଧ୍ୟକ୍ଷା ସବିତା ମହାପାତ୍ର ସଭାପତିତ୍ୱ କରିଥିଲେ । ସେ ଉପସ୍ଥିତ ଅଧ୍ୟାପକ, ଅଧ୍ୟାପିକା,…
Read More...

ଜାତୀୟ ଏକତା ଦିବସ ଅବସରରେ ପଦଯାତ୍ରା ଓ ଶପଥ ପାଠ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୧ ତମ ଜୟନ୍ତୀ ତଥା ଜାତୀୟ ଏକତା ଦିବସ ଅବସରରେ ସୁବର୍ଣ୍ଣପୁର ଜିଲ୍ଲାରେ ପଦଯାତ୍ରା ଆୟୋଜିତ ହୋଇଯାଇଛି । ସକାଳେ ଡିଆର୍‌ଡିଏ କାର୍ଯ୍ୟାଳୟଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏହି ପଦଯାତ୍ରା ଅନୁଷ୍ଠିତ…
Read More...

ସାମ୍ୱାଦିକ ତଥା ସମାଜସେବୀଙ୍କ ମାତୃ ବିୟୋଗ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ବରିଷ୍ଠ ସାମ୍ବାଦିକ ତଥା ସମାଜସେବୀ ମନୋରଞ୍ଜନ ତ୍ରିପାଠୀଙ୍କ ମାତା ଶ୍ରୀମତୀ ବିଶାଖା ତ୍ରିପାଠୀଙ୍କ ୮୭ ବର୍ଷ ବୟସରେ ପରଲୋକ ଘଟିଛି । ଦୀର୍ଘ ୨୫ ବର୍ଷ ଧରି କ୍ଷମତାରେ ଥିବା ସୋନପୁର ବ୍ଲକ ମୟୂରଉଡାନ ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା…
Read More...

୨ ଦିନ ଧରି ଅନୁଷ୍ଠିତ ହେବ ଧର୍ମଶାଳା ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ

ଅତୀତର ସ୍ମୃତି, ବର୍ତ୍ତମାନର ଗୌରବ ଓ ଭବିଷ୍ୟତର ସଂକଳ୍ପ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଏକ ଶିକ୍ଷାନୁଷ୍ଠାନର ୫୦ ବର୍ଷର ଯାତ୍ରା କେବଳ ସମୟର ହିସାବ ନୁହେଁ; ଏହା ଅସଂଖ୍ୟ ଛାତ୍ରଛାତ୍ରୀଙ୍କ ସ୍ୱପ୍ନ, ଗୁରୁଜନଙ୍କ ନିଷ୍ଠା, ଅଭିଭାବକଙ୍କ ଆସ୍ଥା ଏବଂ ସମାଜର ଅବଦାନର ଏକ…
Read More...

ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ ଖୋଖୋ ପ୍ରତିଯୋଗିତା ଉଦଯାପିତ

ବାଳିକାରେ ଲୋଇସିଂହା ଓ ବାଳକରେ ବଲାଙ୍ଗିର ବ୍ଲକ ଚମ୍ପିୟାନ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତି ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ବଲାଙ୍ଗିର ଜିଲ୍ଲାସ୍ତରୀୟ ୧୪ବର୍ଷ ଓ ୧୭ବର୍ଷରୁ କମ୍…
Read More...

ମୁରିବାହାଲ ଥାନା ପକ୍ଷରୁ ରନ୍ ଫର୍ ୟୁନିଟି ତଥା ରାଷ୍ଟ୍ରୀୟ ଏକତା ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ପୁଲିସ ପକ୍ଷରୁ ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୧ତମ ଜନ୍ମ ଜୟନ୍ତୀକୁ ରନ୍ ଫର୍ ୟୁନିଟି ତଥା ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳିତ ହୋଇଯାଇଛି । ଥାନା ଆଇଆଇସି ବୁଲୁ ମୁଣ୍ଡାଙ୍କ ପ୍ରତ୍ୟେକ୍ଷ…
Read More...

ମୁରିବାହାଲ ବ୍ଲକ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ ସଂଘର ସାଧାରଣ ବୈଠକ ଓ କର୍ମକର୍ତ୍ତା ମନୋନୟନ

ରଶ୍ମିରଞ୍ଜନ ପୁଣି ସଭାପତି, ସୁଧାଂଶୁ ସମ୍ପାଦକ ମନୋନୀତ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ନିଖିଳ ଓଡ଼ିଶା ଗ୍ରାମପଞ୍ଚାୟତ ନିର୍ବାହୀ ଅଧିକାରୀ ସଂଘ ମୁରିବାହାଲ ବ୍ଲକ ଶାଖାର ପୂର୍ବତନ ସଭାପତି ରଶ୍ମିରଞ୍ଜନ ନାଗଙ୍କ ସଭାପତିତ୍ୱରେ ଏକ ଗୁରୁତ୍ୱପୂର୍ଣ୍ଣ ସାଧାରଣ…
Read More...