Daily Archives

କୃଷକଙ୍କ ଆୟ ବୃଦ୍ଧି ଓ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ ଦେବା ପାଇଁ ଭାରତୀୟ କିଷାନ ସଂଘ ରଖିଲା ୧୭ଟି ଦାବି

ନୂଆଦିଲ୍ଲୀ : କେନ୍ଦ୍ରୀୟ ବଜେଟ୍ ୨୦୨୭-୨୮ ପୂର୍ବରୁ ଭାରତୀୟ କିଷାନ ସଂଘ କୃଷକମାନଙ୍କ ହିତ ଏବଂ କୃଷି କ୍ଷେତ୍ରକୁ ସୁଦୃଢ଼ କରିବା ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ୧୭ଟି ସୂତ୍ରୀୟ ପ୍ରସ୍ତାବ ଓ ଦାବି ଉପସ୍ଥାପନ କରିଛି । କର୍ତ୍ତବ୍ୟ ଭବନରେ କେନ୍ଦ୍ରୀୟ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ…
Read More...

ବାତ୍ୟା ‘ଅକ୍ୱାନ’ ଆଶଙ୍କାରେ ସୁବର୍ଣ୍ଣପୁର ଚାଷୀ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ବଙ୍ଗୋପସାଗର ରେ ସୃଷ୍ଟ ବାତ୍ୟା ‘ଅକ୍ୱାନ’ ପ୍ରଭାବରେ ଓଡ଼ିଶାରେ ୨୩ ନଭେମ୍ବର ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ସତର୍କ କରିଛି । ଏହାକୁ ନେଇ ସୁବର୍ଣ୍ଣପୁର ଜିଲ୍ଲାର ଚାଷୀମାନେ ଗଭୀର ଚିନ୍ତାରେ…
Read More...

ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ଉତ୍ତରାଞ୍ଚଳ ରାଜସ୍ୱ ବିଭାଗୀୟ ଆୟୁକ୍ତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆଜି ବାର୍ଷିକ ପରିଦର୍ଶନରେ ସମ୍ବଲପୁର ଆୟୁକ୍ତ ତଥା ଉତ୍ତରାଞ୍ଚଳ ରାଜସ୍ୱ ବିଭାଗୀୟ ଆୟୁକ୍ତ (ଆର୍‌ଡିସି) ସଂଗ୍ରାମ କେଶରୀ ମହାପାତ୍ର ଆସିଥିବା ସୂଚନା ମିଳିଛି । ଆଜି ଦିନ ପ୍ରାୟ ୧୧ ଟା ବେଳେ…
Read More...

ବାତ୍ୟା ‘ଅକ୍ୱାନ’ ପ୍ରଭାବ; ସୁବର୍ଣ୍ଣପୁର ଜିଲ୍ଲାରେ ଆସନ୍ତାକାଲି ସମସ୍ତ ବିଦ୍ୟାଳୟ ଓ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ବାତ୍ୟା ‘ଅକ୍ୱାନ’ ଯୋଗୁଁ ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରତିକୂଳ ପାଗ ସୃଷ୍ଟି ହୋଇଥିବାରୁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଆସନ୍ତାକାଲି ନଭେମ୍ବର ୨୦ ତାରିଖ, ଶୁକ୍ରବାର ଦିନ ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ…
Read More...