Monthly Archives

November 2026

ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ ଭାବେ ଅବସ୍ଥାପିତ ହୋଇଥିବା ବିଜୟ ଅମୃତା କୁଲାଙ୍ଗେଙ୍କୁ ଖଲ୍ଲିକୋଟର ଅଗ୍ରଣୀ ସ୍ୱେଚ୍ଛସେବୀ ସଂଗଠନ "ଡକ୍ଟର ଏପିଜେ ଅବଦୁଲ କଲାମ ଜନ କଲ୍ୟାଣ ଚାରିଟେବୁଲ ଟ୍ରଷ୍ଟ" ପକ୍ଷରୁ ସଭାପତି ପୂର୍ଣ୍ଣଚନ୍ଦ୍ର ବେହେରାଙ୍କ…
Read More...

ସଡ଼କ ସୁରକ୍ଷାକୁ ନେଇ ଜିଲ୍ଲାପାଳଙ୍କ କଡ଼ା ଆଭିମୁଖ୍ୟ : ସରକାରୀ କର୍ମଚାରୀଙ୍କ ପାଇଁ ହେଲମେଟ୍ ବାଧ୍ୟତାମୂଳକ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସଡ଼କ ଦୁର୍ଘଟଣା ରୋକିବା ସହ ଅମୂଲ୍ୟ ଜୀବନର ସୁରକ୍ଷା ପାଇଁ ସମସ୍ତେ ଟ୍ରାଫିକ୍ ନିୟମ ପାଳନ କରିବା ସହ ନିଜେ ସଚେତନ ହେବା ଏବଂ ଅନ୍ୟମାନଙ୍କୁ ସଚେତନ କରିବା ଆବଶ୍ୟକ । ଏହି ଉଦ୍ଦେଶ୍ୟରେ ଆଜି ଅପରାହ୍ନ ୪.୩୦ ଘଟିକାରେ ଜିଲ୍ଲାପାଳଙ୍କ ସମ୍ମିଳନୀ…
Read More...

ପାତାଳୀ ଶ୍ରୀକ୍ଷେତ୍ରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଠିଆକିଆ ବେଶ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାବନ ଲୀଳାକ୍ଷେତ୍ର ସୁବର୍ଣ୍ଣପୁର ଜିଲ୍ଲାର ପାତାଳି ଶ୍ରୀକ୍ଷେତ୍ରରେ ଆଜି ପବିତ୍ର କାର୍ତ୍ତିକ ମାସ ଦେବୋତ୍ଥାପନ ବଡ଼ ଏକାଦଶୀ ଅବସରରେ ଶ୍ରୀଜିଉ ମାନଙ୍କ ଲକ୍ଷ୍ମୀ ନାରାୟଣ (ଠିଆ କିଆ) ବେଶ ସମ୍ପନ୍ନ ହୋଇଯାଇଛି । ଆଜି…
Read More...

ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ : ସୁବର୍ଣ୍ଣପୁର ଜିଲ୍ଲାର ୮୩୩ ଗ୍ରାମ ବାଲ୍ୟ ବିବାହ ମୁକ୍ତ ଘୋଷଣା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାର ୧୦୭ ଗ୍ରାମ ପଞ୍ଚାୟତ ଅଧିନସ୍ଥ ୯୬୩ ଗ୍ରାମରୁ ୮୩୩ ରାଜସ୍ୱ ଗ୍ରାମକୁ ବାଲ୍ୟ ବିବାହ ମୁକ୍ତ ଗ୍ରାମ ଭାବେ ସୁଵର୍ଣପୁର ଜିଲ୍ଲା ପ୍ରଶାସନ ଦ୍ୱାରା ଘୋଷଣା କରାଯାଇଛି । ଓଡ଼ିଶାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ରୁଚିକା ସମାଜ…
Read More...

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଦର୍ଶନଶାସ୍ତ୍ର ଦିବସ ପାଳିତ

"ବିଶ୍ୱ ସମସ୍ୟାର ସମାଧାନର ସୂତ୍ର ଦର୍ଶନଶାସ୍ତ୍ର" ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟର ଦର୍ଶନଶାସ୍ତ୍ର ବିଭାଗ ପକ୍ଷରୁ ବିଶ୍ୱ ଦର୍ଶନଶାସ୍ତ୍ର ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ପ୍ରେକ୍ଷାଳୟରେ ଆୟୋଜିତ ଏହି ସମାରୋହରେ ଅଧ୍ୟକ୍ଷ ଡଃ.…
Read More...

ପୁରୁଷୋତ୍ତମପୁର ଥାନା କ୍ୱାଟର୍ସରେ ଜଣେ ମହିଳା ଏସ୍‌.ଆଇ.ଙ୍କ ଆତ୍ମହତ୍ୟା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ପୋଲିସ ଜିଲ୍ଲା ଅନ୍ତର୍ଗତ ପୁରୁଷୋତ୍ତମପୁର ଥାନା ପରିସରରେ ଘଟିଛି ଏକ ଚାଞ୍ଚଲ୍ୟକର ଘଟଣା । ପୁରୁଷୋତ୍ତମପୁର ଥାନା କ୍ୱାଟର୍ସରୁ ଜଣେ ମହିଳା ସବ୍‌ଇନ୍ସପେକ୍ଟରଙ୍କ ମୃତଦେହ ସକାଳେ ଉଦ୍ଧାର ହୋଇଛି । ମୃତଦେହ ଉଦ୍ଧାର ପରେ ପୋଲିସ ମହଲରେ…
Read More...

ବଡ଼ଏକାଦଶୀ ତିଥିରେ ଶ୍ରୀଜୀଉଙ୍କ ସୁନାବେଶ ଅନୁଷ୍ଠିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ରାଜାଘର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ବଡ଼ ଏକାଦଶୀ ତିଥିରେ ଶ୍ରୀଜୀଉଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ଠାକୁରଙ୍କ ଏହି ବେଶ ଦେଖିବାକୁ ଭକ୍ତଙ୍କ ଭିଡ଼ ଜମିଥିଲା । ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସହରରେ ଅବସ୍ଥିତ ରାଜାଘର…
Read More...

ନିର୍ମାଲ୍ୟ କ୍ଷେତ୍ରରେ ବିଷ୍ଣୁ ସହସ୍ରନାମ ଅର୍ଚ୍ଚନ

୧୧୨ ଜଣ ଶ୍ରଦ୍ଧାଳୁଙ୍କ ସାମୂହିକ ଅର୍ଚ୍ଚନାରେ ଭକ୍ତିମୟ ହେଲା ପରିବେଶ କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ପବିତ୍ର କାର୍ତ୍ତିକ ମାସ ଅବସରରେ କଳାହାଣ୍ଡି ଜିଲ୍ଲା କଲମପୁରସ୍ଥିତ ନିର୍ମାଲ୍ୟ କ୍ଷେତ୍ରରେ ଭକ୍ତି ଓ ଆଧ୍ୟାତ୍ମିକ ଭାବନାର ସହ ବିଷ୍ଣୁ ସହସ୍ରନାମ ଅର୍ଚ୍ଚନ…
Read More...

ରାଉରକେଲା ମହାବିଦ୍ୟାଳୟରେ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିରର ଉଦ୍‌ଯାପନୀ ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ମହାବିଦ୍ୟାଳୟ, ସେକ୍ଟର-୪,ରେ ଶକ୍ତିଶ୍ରୀ ଏମ୍ପାୱାରମେଣ୍ଟ ସେଲ୍ ପକ୍ଷରୁ ଆୟୋଜିତ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିରର ଉଦ୍‌ଯାପନୀ ସମାରୋହ ମହାବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ ମଞ୍ଚ ସଂଯୋଜନା…
Read More...

ପଶ୍ଚିମାଞ୍ଚଳ ରେଞ୍ଜ ଆରକ୍ଷୀ ଉପ-ମହାନିରୀକ୍ଷକଙ୍କ ରେଞ୍ଜ-ସ୍ତରୀୟ ବୈଠକରେ ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ପଶ୍ଚିମାଞ୍ଚଳ ରେଞ୍ଜ କାର୍ଯ୍ୟାଳୟରେ ଶୁକ୍ରବାର ଦିନ ପଶ୍ଚିମାଞ୍ଚଳ ଆରକ୍ଷୀ ଉପ-ମହାନିରୀକ୍ଷକ ବ୍ରିଜେଶ କୁମାର ରାୟଙ୍କ ଅଧ୍ୟକ୍ଷତାରେ ଏକ ରେଞ୍ଜ-ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ସମୀକ୍ଷା ବୈଠକରେ କେଉଁଝର, ରାଉରକେଲା ଏବଂ…
Read More...