Yearly Archives

2026

ନୂଆଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ନୂଆଖାଇ ପଶ୍ଚିମ ଓଡିଶାର ସର୍ବବୃହତ ଗଣପର୍ବ ଅଟେ । ଏହି କୃଷିଭିତ୍ତିକ ପର୍ବ ଏହି ଅଂଚଳର ପ୍ରତ୍ୟେକ ପରିବାର ପାଳନ କରିଥାଆନ୍ତି । ଘର ଠାରୁ ଯିଏ ଯେତେ ଦୂରରେ ଥିଲେ ମଧ୍ୟ ପ୍ରତ୍ୟେକ ପରିବାରର ଲୋକେ ନିଜ ଭିଟାମାଟିକୁ ଏ ପର୍ବ ପାଳନ ପାଇଁ ଫେରି ଆସିଥାଆନ୍ତି…
Read More...

ଟିଟିଲାଗଡ଼ରେ ବିଶାଳ ଆଦିବାସୀ ମେଳି

କେନ୍ଦ୍ର ସରକାରର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌ ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତିଙ୍କୁ ସ୍ମାରକପତ୍ର ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : କେନ୍ଦ୍ର ସରକାରର ଖଣିଜ ସମ୍ପଦ ବିକାଶ ନିୟନ୍ତ୍ରଣ ଆଇନ ୨୦୨୬ (ଏମ୍‌ଏମ୍‌ଡିଆର୍‌) ପ୍ରତ୍ୟାହାର ଦାବୀରେ ଟିଟିଲାଗଡ଼ରେ ବିଶାଳ ଆଦିବାସୀ…
Read More...

ଆଦର୍ଶ ପାଠାଗାର ପାଇଁ ଏକ ହେଲେ ସାହିତ୍ୟିକ, ସାଂସ୍କୃତିକ, ସାମାଜିକ, ଶ୍ରମିକ ସଂଗଠନ ଓ ରାଜନୈତିକ ଦଳ

ଆସନ୍ତା ୧୨ ତାରିଖ ରାଉରକେଲାର ସାହିତ୍ୟ ସଂଗଠନ ପାଳିବ କଳାଦିବସ ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଇସ୍ପାତ କାରଖାନା କର୍ତ୍ତୃପକ୍ଷ ସହରର ସର୍ବ ପୁରାତନ ସାହିତ୍ୟ ସଂସ୍କୃତିର ବାର୍ତ୍ତାବହ ସାଜିଥିବା ଆଦର୍ଶ ପାଠାଗାର ଓ ଭଞ୍ଜଭବନକୁ ଠିକ୍ ବର୍ଷକ ତଳେ ନିଜ ଅକ୍ତିଆରକୁ…
Read More...

ତାଳଚେରଠାରେ ହେବ ହିନ୍ଦ ମଜଦୁର ସଭା ଓଡ଼ିଶା ରାଜ୍ୟ ସମ୍ମିଳନୀ

ଆଇନ ଅନୁଯାୟୀ ରାଜ୍ୟ କମିଟି ଓ କର୍ମକର୍ତ୍ତା ନିର୍ବାଚନ ରାଉରକେଲା, (ସସ୍ମିତା ପ୍ରଧାନ) : ହିନ୍ଦ ମଜଦୁର ସଭା ଓଡ଼ିଶା ରାଜ୍ୟ ପରିଷଦର ଆଗାମୀ ରାଜ୍ୟ ସମ୍ମିଳନୀ ତାଳଚେରଠାରେ ଅନୁଷ୍ଠିତ ହେବ । ଏହି ସମ୍ମିଳନୀ ସହିତ ସଭାର ଓଡ଼ିଶା ରାଜ୍ୟ ପରିଷଦର ନୂତନ ରାଜ୍ୟ କମିଟି ଓ…
Read More...

ସ୍ୱାମୀ ଶିବାନନ୍ଦଜୀ ମହାରାଜଙ୍କ ୧୩୯ ତମ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ଦିବ୍ୟ ଜୀବନ ସଂଘ ପକ୍ଷରୁ ସ୍ୱାମୀ ଶିବାନନ୍ଦଜୀ ମହାରାଜଙ୍କ ୧୩୯ ତମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ସୁଶୀଲ କୁମାର ମିଶ୍ରଙ୍କ ସଭାପତିତ୍ୱ, କାର୍ଯ୍ୟକାରୀ ସଭାପତି ରବିନ୍ଦ୍ର କୁମାର ପାଣ୍ଡବଙ୍କ ଆବାହକତ୍ୱରେ…
Read More...

ଏଚ୍‌ପି ଗ୍ୟାସ ନବ୍ୟା ୧୦ କେଜି ସିଲିଣ୍ଡରର ଉଦଘାଟନ

ରାଉରକେଲା, (ସସ୍ମିତା ପ୍ରଧାନ) : ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ୍ ତରଫରୁ କଲୁଙ୍ଗା ସ୍ଥିତ ଆଇଡିଏଲ୍‌ ଠାରେ ବିଘ୍ନେଶ ଏଚ୍‌ପି ଗ୍ୟାସ ଏଜେନ୍ସୀ ଠାରେ ଏହାର ନୂତନ ପିଢ଼ିର ଏଚ୍‌ପି ଗ୍ୟାସ୍ ନବ୍ୟା ୧୦ କେଜି ସିଲିଣ୍ଡର ଲଞ୍ଚ୍‌ କରିଛି । ଏହି କାର୍ଯ୍ୟକ୍ରମ ପୂର୍ବାଞ୍ଚଳ…
Read More...

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ‘ଦୀକ୍ଷାରମ୍ଭ’ କାର୍ଯ୍ୟକ୍ରମ

"ଯାହା ଦେଖ ଅଛି ତହିଁ ଶିଖିବାର କଥାତହୁଁ ଶିକ୍ଷା ଲଭେ ଜ୍ଞାନୀ ନତ କରି ମଥା" ବଲାଙ୍ଗିର, (କେପିଏନ୍‌ଏସ୍‌) : ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ନବାଗତ ଛାତ୍ରଛାତ୍ରୀଙ୍କ ସକାଶେ ‘ଦୀକ୍ଷାରମ୍ଭ’ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବରେ ଆୟୋଜିତ ହୋଇଛି । ନୂତନ ଛାତ୍ରଛାତ୍ରୀଙ୍କୁ…
Read More...

ଲୋଇସିଂହା ଦୁର୍ଗାପୂଜା ପାଇଁ ନୂତନ କର୍ମକର୍ତ୍ତା ଚୟନ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ସାର୍ବଜନୀନ ଦୁର୍ଗାପୂଜା କମିଟି ପକ୍ଷରୁ ଏକ ଜରୁରୀ କାଳୀନ ବୈଠକ ଓ ଚଳିତ ଦୁର୍ଗାପୂଜା ପରିଚଳନା ପାଇଁ ନୂତନ କର୍ମକର୍ତ୍ତା ଚୟନ କରାଯାଇଛି । ସ୍ଥାନୀୟ ଦୁର୍ଗା ମଣ୍ଡପ ଠାରେ ବରିଷ୍ଠ ସଦସ୍ୟ ବିଭୂତି ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ…
Read More...

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଗଣେଶ ଚତୁର୍ଥୀକୁ ନେଇ ଚଳଚଞ୍ଚଳ ହେଲାଣି ପୂଜା ବଜାର । ଆଉ କିଛି ଦିନ ପରେ ବିଘ୍ନବିନାଶକ ପ୍ରଭୁ ଶ୍ରୀଗଣେଶଙ୍କ ପୂଜା । ଏହାକୁ ନେଇ ସହରଠାରୁ ଗାଁ ପର୍ଯ୍ୟନ୍ତ ଉତ୍ସବର ମାହୋଲ ସୃଷ୍ଟି ହେବାକୁ ଲାଗିଛି । ଗଣେଶ ପୂଜା ପାଇଁ ମୂର୍ତ୍ତି କାରିଗରମାନେ…
Read More...

ଲୋଇସିଂହା ରେଳଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ରେଳ ସୁରକ୍ଷା ବଳ ଓ ଲୋଇସିଂହା ଅବକାରୀ ବିଭାଗ ମିଳିତ ଭାବେ ଲୋଇସିଂହା ରେଳଷ୍ଟେସନ ଠାରେ ଚଢ଼ାଉ କରି ୧୨ କେଜି ୫ ଶହ ଗ୍ରାମ ଗଞ୍ଜେଇ ଜବତ କରିଥିବା ଜଣାଯାଇଛି । ଏଥି ସହିତ ଗଞ୍ଜେଇ ଚାଲାଣରେ ସଂପୃକ୍ତ ଥିବା ବିହାର ରାଜ୍ୟ ପଶ୍ଚିମ ଚମ୍ପାରଣ…
Read More...