ଶ୍ରୀଗୁଣ୍ଡିଚା ଯାତ୍ରା ଉପଲକ୍ଷେ ସତ୍ୟସାଇ ସେବା ସମିତି କାର୍ଯ୍ୟକ୍ରମ
ରାଉରକେଲା, (ସସ୍ମିତା ପ୍ରଧାନ) : ଶ୍ରୀଗୁଣ୍ଡିଚା ଯାତ୍ରା ଉପଲକ୍ଷେ ସତ୍ୟସାଇ ସେବା ସମିତି ପକ୍ଷରୁ ପୂଜାର୍ଚ୍ଚନା ସହ ଶ୍ରଦ୍ଧାଳୁଙ୍କ ମଧ୍ୟରେ ପ୍ରସାଦ ବିତରଣ କରାଯାଇଥିଲା । ସେକ୍ଟର ୨ ସ୍ଥିତ ସମିତିର ମୁଖ୍ୟ ଇଂ ଗୋପିନାଥ ପଟ୍ଟନାୟକ ଓ ବନ୍ଦନା ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ!-->…
Read More...
Read More...