ମେଲଛାମୁଣ୍ଡା ଗାଁର ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକ ବିରଞ୍ଚି ନାରାୟଣ ସାହୁଙ୍କ ପରଲୋକ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗାଁର ବରିଷ୍ଠ ନାଗରିକ ତଥା ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକ ବିରଞ୍ଚି ନାରାୟଣ ସାହୁଙ୍କ ୮୬ ବର୍ଷ ବୟସରେ ପରଲୋକ ଘଟିଛି । ସେ ଦାନ୍ତ ଡାକ୍ତର ପ୍ରଣବ ସାହୁଙ୍କ ପିତା ଥିଲେ । ଆଜି ସକାଳ ପ୍ରାୟ ୭ଟା ସମୟରେ ପଦ୍ମପୁର ସ୍ଥିତ!-->…
Read More...
Read More...