Yearly Archives

2026

ହିମାଳୟ ନିକଟବର୍ତ୍ତୀ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଗୁଡ଼ିକରେ ଜିଏଲଓଏଫ୍‌ ଓ ହିମସ୍ଖଳନ ପ୍ରସ୍ତୁତି ସମୀକ୍ଷା କଲେ…

ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଗୃହ ସଚିବ ଶ୍ରୀ ଗୋବିନ୍ଦ ମୋହନ ଆଜି ନୂଆଦିଲ୍ଲୀରେ ଏକ ବୈଠକର ଅଧ୍ୟକ୍ଷତା କରିଥିଲେ ଯେଉଁଥିରେ ଗ୍ଲାସିଆଲ୍ ହ୍ରଦ ବିସ୍ଫୋରଣ ଜନିତ ବନ୍ୟା (ଜିଏଲଓଏଫ୍‌) ଏବଂ ହିମସ୍ଖଳନ ବିପଦ ବିରୁଦ୍ଧରେ ହିମାଳୟ ନିକଟବର୍ତ୍ତୀ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକର…
Read More...

ରେଳ ସୁରକ୍ଷା, ବୈଷୟିକ ଏବଂ ରକ୍ଷଣାବେକ୍ଷଣ ତ୍ରୁଟିର ସଂଶୋଧନ ପାଇଁ ଅଶ୍ୱିନୀ ବୈଷ୍ଣବଙ୍କ ନିର୍ଦ୍ଦେଶ

ନିମ୍ନମାନର ସାମଗ୍ରୀ ଯୋଗାଣ ଓ ଇଚ୍ଛାକୃତ ଅବହେଳା ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ରେଳ ଭବନରେ ଏକ ବିସ୍ତୃତ ସୁରକ୍ଷା ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ରେଳବାଇ ବୋର୍ଡର ଅଧ୍ୟକ୍ଷ ଓ ମୁଖ୍ୟ…
Read More...

କାର୍ଯ୍ୟକ୍ଷେତ୍ରରେ ଲିଙ୍ଗଗତ ସମ୍ବେଦନଶୀଳତା ଏବଂ ପୋଷଣ ଅଭିଯାନ ସମ୍ପର୍କରେ କର୍ମଶାଳା ଆୟୋଜିତ

ଭୁବନେଶ୍ୱର, (ପିଆଇବି) : ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ, ଆଞ୍ଚଳିକ କାର୍ଯ୍ୟାଳୟ, ଭୁବନେଶ୍ୱର ପକ୍ଷରୁ ଆଜି କାର୍ଯ୍ୟକ୍ଷେତ୍ରରେ ଲିଙ୍ଗଗତ ସମ୍ବେଦନଶୀଳତା ଏବଂ ପୋଷଣ ଓ ସୁସ୍ଥ ଜୀବନଶୈଳୀ ବିଷୟବସ୍ତୁକୁ ନେଇ ଏକ କର୍ମଶାଳା ଆୟୋଜିତ ହୋଇଛି। ଏହି…
Read More...

ସମନ୍ୱିତ ଓ ପ୍ରଭାବଶାଳୀ ସରକାରୀ ଯୋଗାଯୋଗ ପାଇଁ ଆଇଏମପିସିସି ବୈଠକରେ ଗୁରୁତ୍ୱ

ଭୁବନେଶ୍ୱର, (ପିଆଇବି) : କେନ୍ଦ୍ର ସରକାରଙ୍କ ବିଭିନ୍ନ ଗଣମାଧ୍ୟମ ସଂସ୍ଥା ମଧ୍ୟରେ ସମନ୍ୱୟ ରକ୍ଷା କରୁଥିବା ‘ଆନ୍ତଃ ଗଣମାଧ୍ୟମ ପ୍ରଚାର ସମନ୍ୱୟ ସମିତି’ (ଆଇଏମପିସିସି) - ଓଡ଼ିଶା ମଣ୍ଡଳର ସେପ୍ଟେମ୍ବର ମାସର ବୈଠକ ଆଜି ଭୁବନେଶ୍ୱରସ୍ଥିତ ଏନଏବିଏମ୍‌ ପ୍ରସାର ଭାରତୀ ସମ୍ମିଳନୀ କକ୍ଷରେ…
Read More...

ଶକ୍ତିଶ୍ରୀ ଆତ୍ମସୁରକ୍ଷା ଶିବିର ଉଦ୍‌ଯାପିତ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟ, ବଙ୍ଗୋମୁଣ୍ଡା ଠାରେ ଦୀର୍ଘ ୬ ଦିନ ଧରି ଚାଳିଥିବା ଶକ୍ତିଶ୍ରୀ ଆତ୍ମ ସୁରକ୍ଷା ଶିବିର ଉଦ୍‌ଯାପିତ ହୋଇଯାଇଛି । ଏହି ଶିବିର +୩ ପ୍ରଥମ ବର୍ଷର କଳା, ବାଣିଜ୍ୟ ଓ ବିଜ୍ଞାନ ବିଭାଗର…
Read More...

ତିରୁପତି ମନ୍ଦିର ଅଧିକାରୀଙ୍କ ଘରୁ କୋଟି କୋଟିର ସମ୍ପତ୍ତି ଜବତ

୨ କେଜି ସୁନା, ୬.୫ କେଜି ରୂପା ସହ ୧୨ ଲକ୍ଷ ନଗଦ ଜବତ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ତିରୁମାଲା ତିରୁପତି ବାଲାଜୀ ସ୍ୱାମୀଙ୍କ ସୁନା ରୂପା ଅଳଙ୍କାର ସହ କୋଟି କୋଟି ଟଙ୍କାର ସମ୍ପତ୍ତି ମନ୍ଦିର ଅଧିକାରୀଙ୍କ ଘରୁ ଜବତ କାଲା ଆନ୍ଧ୍ର ପୋଲିସ । ଘଟଣା ରୁ ପ୍ରକାଶ ଯେ, ବୁଧବାର…
Read More...

ଋଷିକୁଲ୍ୟା ନଦୀଗଣ୍ଡରେ ବୁଡ଼ି ଯୁବକ ମୃତ୍ୟୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ତହସିଲ ଅନ୍ତର୍ଗତ ଶିକିରି ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ଋଷିକୁଲ୍ୟା ନଦୀ କୂଳରେ ଗଭୀର ବାଲି ଗର୍ତ୍ତରେ ଅତଡ଼ା ଖସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମୃତ ଯୁବକ ହେଲେ ବ୍ରହ୍ମପୁରର ୨୬ ବର୍ଷୀୟ…
Read More...

ଜିଲ୍ଲା ସିନିୟର ନକ୍‌ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ତୃତୀୟ ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଚାଲିଥିବା ଫୁଟବଲ ଖେଳ ୮ଟି ପଡିଆରେ ହୋଇଯାଇଛି । ଚୁଡାପାଲି ହାଇସ୍କୁଲ ପଡିଆରେ ନକଟାସର ୨-୦ ଗୋଲରେ ରେଙ୍ଗଟାସିଲକୁ ଓ ଗର୍ଜନ ୧-୦ ଗୋଲରେ ଚୁଡାପାଲିକୁ ହରାଇ ବିଜୟୀ ହେଲା । ଅତିଥି ଭାବେ ପୂର୍ବତନ ଖେଳାଳି…
Read More...

ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ୧୮ତମ ବଳିଦାନ ଦିବସ ପାଇଁ ଜାଲେଶପଟ୍ଟାରେ ପହଞ୍ଚିଲେ ବହୁ ସାଧୁସନ୍ଥ : ସମଗ୍ର ଜିଲ୍ଲା ସମେତ…

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଶୁକ୍ରବାର ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ୧୮ତମ ବଳିଦାନ ଦିବସ ପାଳନ ପାଇଁ ଜାଲେଶପଟ୍ଟା ସଂସ୍କୃତ କନ୍ୟାଶ୍ରମ ଉତ୍ସବ ମୁଖର ହୋଇ ଉଠିଛି । ବିଶ୍ଵହିନ୍ଦୁ ପରିଷଦର ବିଭିନ୍ନ ଅଞ୍ଚଳରୁ ସାଧୁସନ୍ଥ ମାନେ ଆସି ପହଞ୍ଚିଗଲେଣି । ଆଶ୍ରମ ପରିସର ଏବେ…
Read More...

ଜାତୀୟ ସମ୍ମାନରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶୈକ୍ଷିକ ଅଗ୍ରଗତି ପାଇଁ ଶିକ୍ଷା କ୍ଷେତ୍ରରେ ନୂତନ ପଦକ୍ଷେପ ଗ୍ରହଣ କରିଥିବାରୁ ଜାତୀୟ ଶୈକ୍ଷିକ ଯୋଜନା ଓ ପ୍ରଶାସନ ବିଶ୍ୱବିଦ୍ୟାଳୟ (ଏନ୍‌ଆଇଇପିଏ) ଦିଲ୍ଲୀ ତରଫରୁ ସମ୍ବଲପୁର ଜିଲ୍ଲା ଧନକଉଡ଼ା ବ୍ଲକର ପୂର୍ବତନ ଗୋଷ୍ଠୀ ଶିକ୍ଷକ୍ଷ ଅଧିକାରୀ ତଥା ବର୍ତମାନ…
Read More...