ମାଲପଡା ନାଗରିକ କମିଟିର ବୈଠକ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ନାଗରିକ କମିଟିର ବୈଠକ ସଭାପତି ଗୋପବନ୍ଧୁ ପୁରୋହିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ସଭା ପ୍ରାରମ୍ଭରେ ପଡାର କେତେକ ଲୋକ ଇହଧାମ ତ୍ୟାଗ କରିଥିବାରୁ ତାଙ୍କର ଆତ୍ମାର ସଦ୍ଗତି ନିମନ୍ତେ ଦୁଇ ମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା ।!-->…
Read More...
Read More...