Yearly Archives

2026

ସେପ୍ଟେମ୍ବର ୧୫ ରୁ ଚିନି ମହଜୁଦ ସୀମା ୨,୦୦୦ କ୍ୱିଣ୍ଟାଲକୁ ହ୍ରାସ କଲେ ସରକାର

ଚିନି ଦର ନିୟନ୍ତ୍ରଣ ଓ କାଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ: ମହଜୁଦ ସୀମା ହ୍ରାସ, ଗ୍ରାହକ ପାଇବେ ସୁବିଧା ନୂଆଦିଲ୍ଲୀ, (ପିଆଇବି) : ଘରୋଇ ବଜାରରେ ଚିନିର ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ଏବଂ ଚିନିର ଗଚ୍ଛିତ ଏବଂ ଆକଳନମୂଳକ ବ୍ୟବସାୟକୁ ରୋକିବା ପାଇଁ ଭାରତ…
Read More...

ବିଜୟ କୁମାର ମିଶ୍ର ପୂର୍ବତଟ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ଭାବେ ଯୋଗଦେଲେ

ଭୁବନେଶ୍ୱର, (ପିଆଇବି) : ଭାରତୀୟ ରେଳ ଆକାଉଣ୍ଟସ ସର୍ଭିସ୍ (IRAS)ର ୧୯୯୧ ବ୍ୟାଚ୍‌ର ବରିଷ୍ଠ ଅଧିକାରୀ ଶ୍ରୀ ବିଜୟ କୁମାର ମିଶ୍ର ଭୁବନେଶ୍ୱରସ୍ଥିତ ପୂର୍ବତଟ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ଭାବେ ଯୋଗଦେଇଛନ୍ତି। ରେଳ ଆର୍ଥିକ ପରିଚାଳନା, ପ୍ରକଳ୍ପ ପରିଚାଳନା, ଟ୍ରେନ୍ ପରିଚାଳନା ଓ…
Read More...

ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନାର ଅଗ୍ରଗତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ

୧୦୦ଟି ଧନ- ଧାନ୍ୟ ଜିଲ୍ଲାର ହାରାହାରି ସ୍କୋର ଏପ୍ରିଲରେ ୨୨.୫୪ରୁ ଜୁଲାଇ ୨୦୨୬ରେ ୩୮.୮୫କୁ ବୃଦ୍ଧି ପାଇଛିଫଳାଫଳ-ଭିତ୍ତିକ ତଦାରଖ, ୩୬ଟି ଯୋଜନାର ଏକୀକରଣ ଏବଂ ଚାଷୀମାନଙ୍କ ପାଖରେ ଲାଭ ପହଞ୍ଚିବା ସୁନିଶ୍ଚିତ କରିବା ଉପରେ ଧ୍ୟାନ ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର କୃଷି ଓ କୃଷକ…
Read More...

ନିମନ୍ତ୍ରଣ କ୍ରମେ ଦିଲ୍ଲୀରେ ମହାମହିମ ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ଗଞ୍ଜାମ ଲୋକ କଳାକାର ଟିମ୍

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସମୃଦ୍ଧ କଳା, ସଂସ୍କୃତି ଓ ଐତିହ୍ୟର ଜୀବନ୍ତ ପ୍ରତିନିଧି ୯୦ରୁ ଊର୍ଦ୍ଧ୍ୱ ଲୋକକଳାକାର ଆଜି ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନ ପରିଦର୍ଶନ କରିବା ସହ ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରି ଭାବ…
Read More...

ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗଙ୍ଗାଧର ଜୟନ୍ତୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ ତମ ଜୟନ୍ତୀ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଜୟଦେବ ପ୍ରଧାନଙ୍କ ସଭାପତିତ୍ୱ କରିଥିଲେ । ଅର୍ଥନୀତି ବିଭାଗର ଅଧ୍ୟାପିକା…
Read More...

ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ

ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ ବଲାଙ୍ଗିର ବଲାଙ୍ଗିର, (କେପିଏନ୍‌ଏସ୍‌) : ନୂତନ ଶିକ୍ଷାବର୍ଷର ଶୁଭାରମ୍ଭ ଅବସରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିର ପରିସରରେ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ଜଣାଇବା ନିମନ୍ତେ ପ୍ରବେଶ ଉତ୍ସବ…
Read More...

ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସମାରୋହ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ଡୁଙ୍ଗୁରିପାଲି ବ୍ଳକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସାରସମାଲର ବରିଷ୍ଠ ଶିକ୍ଷକ ରମାକାନ୍ତ ବିଶ୍ଵାଲ ସୋମବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି । ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆର୍ତ୍ତତ୍ରାଣ ପଧାନଙ୍କ ଅଧ୍ୟକ୍ଷତାରେ…
Read More...

ତୁରେକେଲା ବ୍ଲକ୍ ଠାରେ ଗ୍ରାମ ପଂଚାୟତ ବିକାଶ ପାଣ୍ଠି ଓ ପଞ୍ଚାୟତସ୍ତରୀୟ ଶିଶୁ ସୁରକ୍ଷାର ଯୋଜନା ପ୍ରସ୍ତୁତି ତାଲିମ

ଅନଟାଏଡ ପାଣ୍ଠିର ୫ % ଆବଶ୍ୟକ ଯତ୍ନ ଓ ସୁରକ୍ଷା ଶିଶୁଙ୍କ ପାଇଁ ପଞ୍ଚାୟତ ଯୋଜନା ପ୍ରସ୍ତୁତି କରି ଖର୍ଚ୍ଚ କରନ୍ତୁ- ପ୍ରମୋଦ । ବଲାଙ୍ଗିର, (କେପିଏନ୍‌ଏସ୍‌) : ତୁରେକେଲା ବ୍ଲକର ସମ୍ମିଳନୀ କକ୍ଷଠାରେ ଅରୁଣା, ଆଇସିଡିଏସ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ବଲାଙ୍ଗିରର ଆୟୋଜନ କ୍ରମେ…
Read More...

କେସିଙ୍ଗା ଏନ୍‌ଏସି କଲ୍ୟାଣ ମଣ୍ଡଳରେ ସ୍ୱାୟତ୍ତ ଶାସନ ଦିବସ ପାଳନ

ନିଜକୁ ନିଜେ ଶାସନ୍ କରିବା ଦିବସ ପାଳନ ଅବସରରେ କେସିଙ୍ଗା, (ପ୍ରୀତେଶ ପଟେଲ) : କଳାହାଣ୍ଡି ଜିଲ୍ଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ୱାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର ଅନୁଷ୍ଠିତ ହୋଇଯାଇଛି । ସକାଳୁ…
Read More...

ଏନ୍‌ଆଇଟି ରାଉରକେଲାରେ ଷ୍ଟାର୍ଟଅପ୍ ସଂସ୍କୃତି ଉପରେ ଦୁଇଦିନିଆ କର୍ମଶାଳା : GENESIS ସୁଯୋଗ ଉପରେ ଆଲୋଚନା

ରାଉରକେଲା, (ସସ୍ମିତା ପ୍ରଧାନ) : ଏନ୍‌ଆଇଟି ରାଉରକେଲାର ଫାଉଣ୍ଡେସନ ଫର୍‌ ଟେକ୍ନୋଲୋଜି ଆଣ୍ଡ ବିଜନେସ ଇନକ୍ୟୁବେସନ ପକ୍ଷରୁ ଦୁଇ ଦିନିଆ କର୍ମଶାଳା ଆୟୋଜନ କରାଯାଇଛି । "From Idea to Investment: Unlocking GENESIS & GENESIS Investment 2.0 Opportunities" ଶୀର୍ଷକରେ…
Read More...