କୋଶଲ ଟାଇମ୍ ଆନୁକୂଲ୍ୟରେ ଗଙ୍ଗାଧର ଜୟନ୍ତୀ ଓ ପ୍ରଫେସର ଘନଶ୍ୟାମ ଦାସ ସ୍ମୃତିସଭା
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ଜେନିଥ ଲାୟନ୍ସ ଗୁରୁକୁଳ କ୍ୟାମ୍ପସରେ ପାକ୍ଷିକ ପତ୍ରିକା ‘କୋଶଲ ଟାଇମ୍’ ଆନୁକୂଲ୍ୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ଏବଂ ପ୍ରଫେସର ଘନଶ୍ୟାମ ଦାସଙ୍କ ସ୍ମୃତିସଭା ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଛି ।!-->…
Read More...
Read More...