Yearly Archives

2026

“ଲୁହ ଓ କୋହ” କବିତା ସଙ୍କଳନ ଲୋକାର୍ପିତ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଐତିହାସିକ ରାମଗଡ ମାଟି ଗଣ୍ତାବାହାଲି ଗ୍ରାମର ଯୁବକବି ଡିସମ୍ବର ମେହେରଙ୍କ ପ୍ରଥମ କବିତା ସଂକଳନ"ଲୁହ ଓ କୋହ" ଗଙ୍ଗାଧର ସାରସ୍ୱତ ସମିତି ସିନାପାଲି ଆନୁକୂଲ୍ୟରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ…
Read More...

ଗୁଞ୍ଚାଡିହି ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର : ବାରହା ଫାସରେ ଲାଗିଥିବା ସନ୍ଦେହ, ଘଟଣାକୁ ନେଇ ରହସ୍ୟ ଘନୀଭୂତ

ପାଟଣାଗଡ଼, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଚାଡିହି ଜଙ୍ଗଲରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ହେଲେ ଚନ୍ଦନଜୁରୀ ଗ୍ରାମର କ୍ଷେତ୍ର ବାଗ । ଏହି ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । ସୂଚନା ଅନୁସାରେ, କ୍ଷେତ୍ର ନିଜ…
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ରକ୍ଷାବନ୍ଧନ ଉତ୍ସବ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ରକ୍ଷା ବନ୍ଧନ ଓ ଗଙ୍ଗାଧର ମେହେର ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ସୁବଳୟା କଲେଜର ଅର୍ଥନୀତି ବିଭାଗର ଅଧ୍ୟକ୍ଷ ଦେବାଶିଷ ପଧାନ ଯୋଗ ଦେଇ ରକ୍ଷାବନ୍ଧନର ମହତ୍ୱ ବିଷୟରେ…
Read More...

ଆଧ୍ୟାତ୍ମିକ ପତ୍ରିକା ବଳଦେବ ବିଥିକା ଉନ୍ମୋଚିତ

ରାଉରକେଲା/କଟକ, (ସସ୍ମିତା ପ୍ରଧାନ) : କୈବଲ୍ୟ ସାହିତ୍ୟ ସଂସଦର ଦଶମ ବାର୍ଷିକ ଆଧ୍ୟାତ୍ମିକ ଗବେଷଣାତ୍ମକ ପତ୍ରିକା "ବଳଦେବ ବିଥିକା" କେନ୍ଦ୍ରାପଡ଼ା ବଳଦେବ ଜିଉ ମନ୍ଦିର ପ୍ରାଙ୍ଗଣରେ ବଳଦେବ ଜନ୍ମ ମହୋତ୍ସବ ପାଳନ ଅବସରରେ ଉନ୍ମୋଚିତ ହୋଇଯାଇଛି । କେନ୍ଦ୍ରାପଡ଼ାର ଜିଲ୍ଲାପାଳ ରଘୁରାମ ଆର୍‌…
Read More...

ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ୟ୍ୟକ୍ରମ ଅନୁଷ୍ଠିତ

ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ରାଉରକେଲା, (ସସ୍ମିତା ପ୍ରଧାନ) : ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳାମାନଙ୍କୁ ସରକାରଙ୍କ ତରଫରୁ ରକ୍ଷା ବନ୍ଧନର ଭେଟି ସ୍ଵରୂପ 'ସୁଭଦ୍ରା' ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କରାଯାଇଛି ।…
Read More...

ବୁକୁରାମୁଣ୍ଡାରେ ମୁଖ୍ୟ ତୋରଣ ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ବୁକୁରାମୁଣ୍ଡା ଗ୍ରାମରେ ନବନିର୍ମିତ ମୁଖ୍ୟ ତୋରଣ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି । ବରଗଡ଼ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ତୋରଣକୁ ଉଦ୍‌ଘାଟନ କରିଥିଲେ ।…
Read More...

ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ସମାରୋହ

୧,୬୭,୦୯୪ ହିତାଧିକାରୀଙ୍କ ଖାତାକୁ ଗଲା ୮୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ନୂଆପଡ଼ା, (କେପିଏନ୍‌ଏସ୍‌) : ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ଓଡ଼ିଶା ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କରାଯାଇଛି । ଏହି ଅବସରରେ ନୂଆପଡ଼ା ସହରର ରେଲୱେ ଫାଟକ…
Read More...

ଦାନବୀର: ଗ୍ରାମ ପଞ୍ଚାୟତର ଡିଜିଟାଲ୍ ଭିତ୍ତିଭୂମି ସୁଦୃଢ଼ ପାଇଁ ଜନସହଭାଗିତାକୁ ଆହ୍ୱାନ

‘ମେରୀ ପଞ୍ଚାୟତ’ ଆପ୍ ମାଧ୍ୟମରେ ସରଳ, ସୁରକ୍ଷିତ ଓ ସ୍ୱଚ୍ଛ ଉପାୟରେ ଗ୍ରାମ ପଞ୍ଚାୟତକୁ ସିଧାସଳଖ କମ୍ପ୍ୟୁଟର ଦାନ ନୂଆଦିଲ୍ଲୀ, (ପିଆଇବି) : ତୃଣମୂଳ ସ୍ତରରେ ଡିଜିଟାଲ୍ ଭିତ୍ତିଭୂମିକୁ ମଜବୁତ୍ କରିବା ପାଇଁ ‘ଦାନବୀର’ ସାଜି ଜନ ଭାଗୀଦାରୀରେ ସାମିଲ ହେବାକୁ ପଞ୍ଚାୟତ ରାଜ ମନ୍ତ୍ରାଳୟ…
Read More...

ନିଆରା ଢଙ୍ଗରେ ପାଳିତ ହେଲା ରକ୍ଷାବନ୍ଧନ

କେସିଙ୍ଗା, (ପ୍ରୀତେଶ ପଟେଲ) : ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ରକ୍ଷାବନ୍ଧନ ପର୍ବ ଏକ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ଏନ୍.ସି.ସି, ୟୁଥ୍ ଓ ୟୁକୋ କ୍ଲବ ଓ ଏନର୍ଜି କ୍ଲବର ସମ୍ମିଳିତ ନିଷ୍ଠା ଓ ପ୍ରୟାସ କ୍ରମେ…
Read More...

ଯୁବନେତା ମଦନ ଦୀପଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ବିଜେପିର ବରିଷ୍ଠ ନେତା ତଥା ବରଗଡ଼ ଜିଲ୍ଲା ପରିଷଦର ପୂର୍ବତନ ଉପାଧ୍ୟକ୍ଷ ମଦନ ଦୀପଙ୍କ ପରଲୋକ ଘଟିଛି । ତାଙ୍କ ବିୟୋଗ ଖବର ପ୍ରଚାର ପରେ ଗାଇସିଲେଟ ସମେତ ସମଗ୍ର ବରଗଡ଼ ଜିଲ୍ଲାରେ ଶୋକର ଛାୟା…
Read More...