Yearly Archives

2026

ପବିତ୍ର ରାକ୍ଷୀପୂର୍ଣ୍ଣିମା ଅବସରରେ “ସୁରକ୍ଷାର ସାକ୍ଷୀ ରାକ୍ଷୀ” କାର୍ଯ୍ୟକ୍ରମ ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପବିତ୍ର ରାକ୍ଷୀପୂର୍ଣ୍ଣିମା ଅବସରରେ ବଲାଙ୍ଗିର ପୌରପରିଷଦ ପକ୍ଷରୁ ସଫେଇ କର୍ମଚାରୀଙ୍କ ସହ ଏକ ନିଆରା ଏବଂ ଭାବପୂର୍ଣ୍ଣ କାର୍ଯ୍ୟକ୍ରମ “ସୁରକ୍ଷାର ସାକ୍ଷୀ ରାକ୍ଷୀ” ରାଜେନ୍ଦ୍ର ପାର୍କଠାରେ ଆୟୋଜିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଗୌରବ ଶିବାଜୀ…
Read More...

ଜାତି ପ୍ରମାଣପତ୍ର ପ୍ରଦାନରେ ଆର ଆଇଙ୍କ ଅସହଯୋଗ

ଅସନ୍ତୋଷ ପ୍ରକାଶ କଲେ ବିଧାୟକ ଦୁର୍ଗା ତନ୍ତୀ ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରଙ୍କ ବିଭିନ୍ନ ଯୋଜନାର ସୁଫଳ ପାଇବା ସହିତ ଉଚ୍ଚଶିକ୍ଷା ପ୍ରାପ୍ତି ଇତ୍ୟାଦିରେ ବିଶେଷ ସୁବିଧା ପାଇବା ପାଇଁ ଅନେକ ଛାତ୍ରଛାତ୍ରୀମାନେ ସେମାନଙ୍କର ଆବଶ୍ୟକତା ଅନୁସାରେ ତହସିଲ କାର୍ଯ୍ୟାଳୟରୁ ଜାତି…
Read More...

ନୃସିଂହନାଥ ମନ୍ଦିରରେ ନୂଆଖାଇ ଲଗ୍ନ ଧାର୍ଯ୍ୟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଳନ ଅବସରରେ ପାଇକମାଲ ସ୍ଥିତ ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ଶ୍ରୀ ନୃସିଂହନାଥ ମହାପ୍ରଭୁଙ୍କ ନବାନ୍ନ ଲାଗି ଲଗ୍ନ ଧାର୍ଯ୍ୟ କରାଯାଇଛି । ଆସନ୍ତା ୧୫ ସେପ୍ଟେମ୍ବର ୨୦୨୬, ମଙ୍ଗଳବାର ଦିନ ଦିବା ୧୦ ଘଟିକା ୧୧ମିନିଟ ୧୬…
Read More...

ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୪ ତମ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ସ୍ୱଭାବକବି ଗଙ୍ଗାଧର ମେହେରଙ୍କ ୧୬୪ତମ ଜୟନ୍ତୀ ଶ୍ରଦ୍ଧା ଓ ଉତ୍ସାହର ସହ ପାଳିତ ହୋଇଯାଇଛି । ପ୍ରଥମେ ଗଙ୍ଗାଧର ଜ୍ୟୋତିକୁ ସ୍ୱାଗତ କରାଯାଇଥିଲା । ଅତିଥିବୃନ୍ଦ ଓ ଶିକ୍ଷକ…
Read More...

ଅଞ୍ଚଳ ମହାବିଦ୍ୟାଳୟରେ ପବିତ୍ର ଗଙ୍ଗାଧର ଜ୍ୟୋତି ଯାତ୍ରାକୁ ଭବ୍ୟ ସ୍ୱାଗତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ୱଭାବକବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଅବସରରେ ବରପାଲିରୁ କବିବରପୁର ଅଭିମୁଖେ ଯାଉଥିବା ପବିତ୍ର ‘ଗଙ୍ଗାଧର ଜ୍ୟୋତି ଯାତ୍ରା’କୁ ପଦ୍ମପୁର ସ୍ଥିତ ଅଞ୍ଚଳ ମହାବିଦ୍ୟାଳୟ ପରିସରରେ ଭକ୍ତିପୂତ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ମହାବିଦ୍ୟାଳୟର…
Read More...

କନସିଂହା ସତ୍ୟସେବା ସରକାରୀ ଉଚ୍ଚ ବିଦ୍ୟାଳୟରେ ଗଙ୍ଗାଧର ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : କନସିଂହା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ପ୍ରେମାନନ୍ଦ ବେହେରାଙ୍କ ସଭାପତିତ୍ୱରେ ସତ୍ୟସେବା ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଜି ଗଙ୍ଗାଧର ଜୟନ୍ତୀ ପାଳିତ ହୋଇଯାଇଛି । ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଶ୍ରୀ ରୋଶନୀ ଦେହେରୀ ସମସ୍ତଙ୍କୁ ସ୍ୱାଗତ…
Read More...

ପୌରପରିଷଦ ପକ୍ଷରୁ ସଫେଇ କର୍ମଚାରୀଙ୍କ ଏକ ନିଆରା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ବଲାଙ୍ଗିର ପୌରପରିଷଦ ପକ୍ଷରୁ ସଫେଇ କର୍ମଚାରୀଙ୍କ ସହ ଏକ ନିଆରା ଏବଂ ଭାବପୂର୍ଣ୍ଣ କାର୍ଯ୍ୟକ୍ରମ “ସୁରକ୍ଷାର ସାକ୍ଷୀ – ରାକ୍ଷୀ” ରାଜେନ୍ଦ୍ର ପାର୍କଠାରେ ଆୟୋଜିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଗୌରବ…
Read More...

ରାଉରକେଲାରେ ମହାପ୍ରଭୁ ବଳଭଦ୍ରଙ୍କ ପବିତ୍ର ଜନ୍ମୋତ୍ସବ ଏବଂ ପବିତ୍ର ରାକ୍ଷୀ ବନ୍ଧନ ମହୋତ୍ସବ ଓ ପୂଜ୍ୟପୂଜା…

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର - ୪ କମ୍ୟୁନିଟି ସେଣ୍ଟର ପରିସରରେ ମହାପ୍ରଭୁ ବଳଭଦ୍ରଙ୍କ ପବିତ୍ର ଜନ୍ମୋତ୍ସବ ଏବଂ ପବିତ୍ର ରାକ୍ଷୀ ବନ୍ଧନ ମହୋତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ସେକ୍ଟର - ୪ କମ୍ୟୁନିଟି ସେଣ୍ଟର ଦ୍ଵାରା ଆୟୋଜିତ ଏ ମହୋତ୍ସବ ଅବସରରେ ଗୋ-ପୂଜନ,…
Read More...

ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର ପରିସରରେ ମଙ୍ଗଳବାର ଏକ ଆତ୍ମ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ, ଆତ୍ମନିର୍ଭରତା ଓ ବ୍ୟକ୍ତିତ୍ୱ ବିକାଶର ଭାବନା ସୃଷ୍ଟି କରିବା ଏହି…
Read More...

ନୀଳଚକ୍ର କ୍ଲବ ଆନୁକୂଲ୍ୟରେ ସ୍ୱାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ

କେସିଙ୍ଗା, (ପ୍ରୀତେଶ ପଟେଲ) : କେସିଙ୍ଗା ଏନଏସି ଅନ୍ତର୍ଗତ ଏକ ଓ ଦୁଇ ନମ୍ବର ୱାର୍ଡର ଜନସାଧାରଣଙ୍କ ପାଇଁ ଏକ ସ୍ୱାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ବଗାଡର ପ୍ରତିଷ୍ଠିତ ଅନୁଷ୍ଠାନ ନୀଳଚକ୍ର କ୍ଲବ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିବା ସ୍ୱାସ୍ଥ୍ୟ ସଚେତନତା ଶିବିରକୁ କେସିଙ୍ଗା…
Read More...