ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୂ: ନିଖୋଜ ଛଅ ଜଣ ଉଦ୍ଧାର
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସଲାଗୁଡ଼ା ପଞ୍ଚାୟତ ଦୁର୍ଗମ ଅଞ୍ଚଳ ଡାକାଗାଁର ଖଡ଼ଗନଦୀରେ ଡ଼ଙ୍ଗା ବୁଡି ଯିବାରୁ ଶଶୁର ଓ ବୋହୂ ନିଖୋଜ ହୋଇଥିବା ବେଳେ ୬ ଜଣ ଉଦ୍ଧାର ହୋଇଥିବା ଜଣାପଡିଛି । ଘଟଣାରୁ ପ୍ରକାଶ ଯେ, ବାପଘର ଡାକା!-->…
Read More...
Read More...