Yearly Archives

2026

ଦେଓଗାଁରେ ନର ବଳି : ପୂଜା ଘର ଭିତରୁ କଟା ମୁଣ୍ଡ, ବିଲରେ ମୃତଦେହ ଉଦ୍ଧାର

ଗୁଣିଗାରେଡ଼ି ପାଇଁ ହତ୍ୟା ସନ୍ଦେହମୃତଦେହକୁ ଚିହ୍ନଟ କଲେ ପରିବାର ଲୋକେଅଭିଯୁକ୍ତର ଘରୁ ବାହାରିଲା କଟାମୁଣ୍ଡବଳି ଦେଇଥିବା ବଢ଼ିଲା ଚର୍ଚ୍ଚା ଦେଓଗାଁ, (ମନୀଷ କୁମାର ସାହୁ) : ମୁଣ୍ଡ ନାହିଁ ଗଣ୍ଡି ଅଛି, ପାଣିରେ ଭାସୁଥିଲା ମୁଣ୍ଡ ବିହୀନ ମୃତଦେହ । ହତ୍ୟା କରି ଗଣ୍ଡି ଫିଙ୍ଗି ଦେଇଥିବା…
Read More...

ଜାତୀୟ ବୈଜ୍ଞାନିକ ମନୋଭାବ ଦିବସ ୨୦୨୬ ପାଳନ

କେସିଙ୍ଗା, (ପ୍ରୀତେଶ ପଟେଲ) : ସମାଜରୁ ଅନ୍ଧ ବିଶ୍ୱାସର ମୂଳୋତ୍ପାଟନ କରିବା ଏବଂ ସମସ୍ତଙ୍କ ମଧ୍ୟରେ ବୈଜ୍ଞାନିକ ଚିନ୍ତାଧାରାର ପ୍ରସାର କରିବା ମୂଳ ଲକ୍ଷ୍ୟ ଆଧାରରେ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜାତୀୟ ବୈଜ୍ଞାନିକ ମନୋଭାବ ଦିବସ- ୨୦୨୬ ପାଳିତ ହୋଇଯାଇଛି । ଏହି…
Read More...

ଶକ୍ତିଶ୍ରୀ ସଶକ୍ତିକରଣ କକ୍ଷ ପକ୍ଷରୁ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଉଦ୍‌ଘାଟିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଡି.ଏ.ଭି. ସ୍ୱୟଂଶାସିତ ମହାବିଦ୍ୟାଳୟ, ଟିଟିଲାଗଡ଼ର ଶକ୍ତିଶ୍ରୀ ସଶକ୍ତିକରଣ କକ୍ଷ ପକ୍ଷରୁ ଛାତ୍ରୀମାନଙ୍କ ଆତ୍ମବିଶ୍ୱାସ, ସୁରକ୍ଷା ଓ ଆତ୍ମନିର୍ଭରଶୀଳତା ବୃଦ୍ଧି ଉଦ୍ଦେଶ୍ୟରେ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଶୁଭାରମ୍ଭ ମଙ୍ଗଳବାର…
Read More...

ଋଷିକୂଲ୍ୟା ନଦୀରୁ ଦୁଇ ମୃତ ଦେହ ଉଦ୍ଧାର

ମିଳିଲା ଯୁବକ ଯୁବତୀଙ୍କ ପରିଚୟ, ହତ୍ୟା ଅଭିଯୋଗ ଆଣିଲେ ପୁଅଘର ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚଯାତ ଗଙ୍ଗାଦେବୀ ମନ୍ଦିର ନିକଟସ୍ଥ ଋଷିକୂଲ୍ୟା ନଦୀରୁ ଦୁଇ ଜଣଙ୍କ ମୃତ ଦେହ ଉଦ୍ଧାର କରିଥିଲା ଗଞ୍ଜାମ ଥାନା ପୋଲିସ । ଗୁରୁବାର ସେମାନଙ୍କ…
Read More...

ଛତ୍ରପୁରରେ ବିଶ୍ୱ ଫଟୋଗ୍ରାଫି ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଉପକଣ୍ଠସ୍ଥ ମା' ରାମଚଣ୍ଡୀ ମନ୍ଦିର ପରିସରରେ ଛତ୍ରପୁର ଫଟୋଗ୍ରାଫର ଆସୋସିଏସନ୍ ପକ୍ଷରୁ ବିଶ୍ୱ ଫଟୋଗ୍ରାଫି ଦିବସ ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ଏକ ନିଆରା ଭାଇଚାରାର ସହ ପାଳନ କରାଯାଇଛି । ଏହି ଅବସରରେ ସଂଘର ସଭାପତି କୃଷ୍ଣଚନ୍ଦ୍ର…
Read More...

ନୂଆ-କମଳାପୁର ଗ୍ରାମବାସୀଙ୍କୁ ଜମିପଟ୍ଟା ପ୍ରଦାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

​ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋପାଳପୁର ବିଧାନସଭା କ୍ଷେତ୍ରର ରଙ୍ଗେଇଲୁଣ୍ଡା ବ୍ଲକ, କମଳାପୁର ପଞ୍ଚାୟତ ଅଧୀନସ୍ଥ ନୂଆ କମଳାପୁର ଗ୍ରାମବାସୀଙ୍କ ଦୀର୍ଘ ଦିନର ଜମିପଟ୍ଟା ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ରାଜ୍ୟର…
Read More...

ରସାଳପୁର କଲେଜରେ ନିଶାମୁକ୍ତ ଭାରତ ଅଭିଯାନ ଆୟୋଜିତ

ବାଲେଶ୍ୱର, (ପିଆଇବି) : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ବାଲେଶ୍ୱର କ୍ଷେତ୍ର କାର୍ଯ୍ୟାଳୟ ପକ୍ଷରୁ ବାଲେଶ୍ୱର ଜିଲ୍ଲା ରସାଳପୁର ସ୍ଥିତ ଡକ୍ଟର ଯଦୁନାଥ କଲେଜ୍ ପରିସରରେ ଦିନିକିଆ ନିଶାମୁକ୍ତ ଭାରତ ଅଭିଯାନ ଅନୁଷ୍ଠିତ ହୋଇଛି ।…
Read More...

୫ ଲକ୍ଷ ଟଙ୍କା ସହ ଲାଠିକଟା ତହସିଲଦାର ଅଟକ, ୩ଟି ସ୍ଥାନରେ ଭିଜିଲାନ୍ସ ରେଡ୍

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଜିଲ୍ଲା ଲାଠିକଟା ତହସିଲଦାର ତଥା ସବ୍‌-ରେଜିଷ୍ଟ୍ରାର ମୂରଲୀଧର ଉର୍ମାଲଙ୍କୁ ଭିଜିଲାନ୍ସ ଅଟକ ରଖିଛି । ଲାଠିକଟାର ରାଜାବସା ଛକ ନିକଟରେ ଭିଜିଲାନ୍ସ ଟିମ୍ ତାଙ୍କୁ ଅଟକାଇ ଯାଞ୍ଚ କରିବା ବେଳେ ତାଙ୍କ ନିକଟରୁ ୫ ଲକ୍ଷ ଟଙ୍କା ନଗଦ ଜବତ କରାଯାଇଛି…
Read More...

ଆସିଲାନି ଭତ୍ତା, ଚାଲିଗଲା ବୃଦ୍ଧଙ୍କ ଜୀବନ

ମୃତ୍ୟୁ ପରେ ଇଓଙ୍କ ଅବହେଳା ଅଭିଯୋଗ ବଲାଙ୍ଗିର, (କେପିଏନ୍‌ଏସ୍‌) : ଭତ୍ତା ପାଇଁ ଅପେକ୍ଷା କରି କରି ଶେଷରେ ଆଖି ବୁଜିଲେ ଖର୍ଲିକାନୀ ଗାଁର ବୃଦ୍ଧ ବୀର ମୁଣ୍ଡା । ଅସୁସ୍ଥ ହୋଇ ରୋଗ ଶଯ୍ୟାରେ ପଡ଼ିଥିବା ବୀରଙ୍କ ପାଇଁ ତାଙ୍କ ସ୍ତ୍ରୀ ଭତ୍ତା ଦେବାକୁ ଶିକାଛିଡ଼ା ଗ୍ରାମପଞ୍ଚାୟତର ଇଓଙ୍କୁ…
Read More...

ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ

​ବଲାଙ୍ଗିର, (କେପିଏନ୍‌ଏସ୍‌) : ଜୀବନ ଥିବା ଯାଏଁ ସେମାନେ ଥିଲେ ଅପରିଚିତ, ଅଲୋଡ଼ା ଆଉ ବେସାହାରା । ଦୁଆର ଦୁଆର ବୁଲି ଭିକ୍ଷା ଥାଳିରେ ପେଟର ଭୋକ ମେଣ୍ଟାଉଥିବା ସେହି ନିଃସହାୟ ମଣିଷ ଦୁଇଜଣଙ୍କ ପାଇଁ ଶେଷରେ ମାନବିକତାର କାନ୍ଧ ଯୋଗାଇ ଦେଇଛି ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ । ପବିତ୍ର…
Read More...
error: Content is protected !!