Yearly Archives

2026

ଖପ୍ରାଖୋଲରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ

ଦେଶଭକ୍ତିର ଭାବନାରେ ଏକାଠି ହେଲେ ସମସ୍ତେ ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଦେଶପ୍ରେମ ଓ ଜାତୀୟ ଏକତାର ବାର୍ତ୍ତା ନେଇ ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ପ୍ରଶାସନ ପକ୍ଷରୁ ଗୁରୁବାର ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି । ଖପ୍ରାଖୋଲ
Read More...

“ପ୍ରତ୍ୟେକ ଶିଶୁର କଥା ଶୁଣିବା, ସୁରକ୍ଷା ଓ ନ୍ୟାୟ ଦେବା ଏକ ସାମୂହିକ ଦାୟିତ୍ୱ” ଜିଲ୍ଲା ଜଜ୍

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : କିଶୋର ନ୍ୟାୟ ବ୍ୟବସ୍ଥାର ଗତ ଏକ ଦଶନ୍ଧିର କାର୍ଯ୍ୟାନ୍ୱୟନ, ଉପଲବ୍ଧି ଓ ଆହ୍ୱାନ ସମୀକ୍ଷା କରିବା ସହ ଏହାକୁ ଆଗାମୀ ଦିନରେ ଅଧିକ ସୁଦୃଢ଼ ଓ ଶିଶୁ-ଅନୁକୂଳ କରିବା ନେଇ ଏକ ଜିଲ୍ଲାସ୍ତରୀୟ ଆଲୋଚନାଚକ୍ର ବ୍ରହ୍ମପୁର ସିଭିଲ୍ କୋର୍ଟ ପରିସରସ୍ଥିତ
Read More...

ବ୍ରହ୍ମପୁର ଉପଖଣ୍ଡସ୍ତରୀୟ ନିର୍ବାଚନ ସାକ୍ଷରତା କ୍ଲବ କୁଇଜ୍ ପ୍ରତିଯୋଗିତା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପଖଣ୍ଡ ନିର୍ବାଚନ ସାକ୍ଷରତା କ୍ଲବମାନଙ୍କ ମଧ୍ୟରେ ଏକ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯେଇଛି । ଉପ ଜିଲ୍ଲାପାଳ ଅବିନାଶ କୁମାର ଏବଂ ଡେପୁଟି କଲେକ୍ଟର (ନିର୍ବାଚନ) ସୁବ୍ରତ ରାମ ବିରାମ ଶତପଥିଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଉକ୍ତ
Read More...

ଜାତୀୟ ଯୁବ ଦିବସ ପାଳିତ

କଟକ, (କେପିଏନ୍‌ଏସ୍‌) : କଟକ ଜିଲ୍ଲା ପାହାଳ ଥାନା ଅନ୍ତର୍ଗତ ଅନନ୍ତ ପୁର ସ୍ଥିତ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପରିସରରେ ଜାତୀୟ ଯୁବ ଦିବସ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତୀତଭାବେ କୋରେଇ ବିଧାୟକ ଆକାଶ ଦାସ ନାୟକ, ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ଵବିଦ୍ୟାଳୟ ସବ ଜୋନର
Read More...

ନୂଆପଡା ଜିଲ୍ଲା ଆଦର୍ଶ ସାମ୍ବାଦିକ ସଂଘର ସାଧାରଣ ବୈଠକ ଅନୁଷ୍ଠିତ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ଆଦର୍ଶ ସାମ୍ବାଦିକ ସଂଘ ଜିଲ୍ଲା ସଭାପତି ମୋତିଲାଲ ବାଗଙ୍କ ଅଧ୍ୟକ୍ଷତାରେ ବୁଧବାର ଖଡ଼ିଆଳ ସାପ୍ତାହିକ ବଜାର ସ୍ଥିତ ନବ ନିର୍ମିତ କଲ୍ୟାଣ ମଣ୍ଡପ ପ୍ରକୋଷ୍ଠରେ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଖଡ଼ିଆଳ, କୋମନା, ନୂଆପଡା, ବୋଡେ଼ନ,
Read More...

ଚଟୁଅନକା ବିଦ୍ୟାଳୟରେ ନିଶାମୁକ୍ତ କାର୍ଯ୍ୟକ୍ରମ

କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : ତୁରେକେଲା ବ୍ଲକ ଅନ୍ତର୍ଗତ ପିଏମ୍‌ଶ୍ରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଚଟୁଅନକାଠାରେ ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ହିଆଲ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ତଥା ପ୍ରକୃତିବନ୍ଧୁ ବିରଞ୍ଚି ନାରାୟଣ ଦାଶଙ୍କ ପ୍ରତ୍ୟକ୍ଷ
Read More...

ସୁବର୍ଣ୍ଣପୁର ଜିଲ୍ଲା ଆପାତକାଳୀନ ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଆପାତକାଳୀନ ବୈଠକ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ରାସାୟନିକ ଦୁର୍ଘଟଣା ଓ ଏହାର ସଠିକ ପରିଚାଳନା ନିମିତ୍ତ ଆପାତକାଳୀନ ପ୍ରସ୍ତୁତି ଏବଂ ମୁକାବିଲା
Read More...

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ

ସୁନ୍ଦରଗଡ, (କେପିଏନ୍‌ଏସ୍‌) : ସୁନ୍ଦରଗଡ ଜିଲ୍ଲାର ଜିଲ୍ଲା ପଞ୍ଚାୟତ ସମ୍ବଳ କେନ୍ଦ୍ର ସୁନ୍ଦରଗଡ ଠାରେ ଅରୁଣା ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଜିଲ୍ଲା ଶିଶୁ ସୁରକ୍ଷା କର୍ମୀମାନଙ୍କୁ ମାନସିକ ସ୍ଵାସ୍ଥ୍ୟ ଓ ମନୋ ସାମାଜିକ ଦକ୍ଷତା ବିକାଶ ପ୍ରଶିକ୍ଷଣ ଅନୁଷ୍ଟିତ ହୋଇଯାଇଛି। ସୁନ୍ଦର
Read More...

ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ

ବଲାଙ୍ଗିର, (କେପିଏନ୍‌ଏସø୍‌) : ବଲାଙ୍ଗିର ସ୍ଥିତ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ରର ସମ୍ମିଳନୀ କକ୍ଷରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ର ମିଳିତ ଉଦ୍ୟମରେ ଏକ ଦିନିଆ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଅରୁଣାର ଜିଲ୍ଲା
Read More...

ହୁମ୍ମା ଠାରେ ଆରଏସ୍‌ଏସ୍‌ ପକ୍ଷରୁ ଶ୍ରୀ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ହୁମ୍ମା ଠାରେ ଆର୍‌ଏସ୍‌ଏସ୍‌ ପକ୍ଷରୁ ଶ୍ରୀ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି । ଭାରତୀୟ ସଂସ୍କୃତିର ଚିରନ୍ତନ ପରମ୍ପରାରେ ଗୁରୁ ହେଉଛନ୍ତି, ଜ୍ଞାନର ଆଲୋକବର୍ତ୍ତିକା, ଶିଷ୍ୟ ଜୀବନର ଦିଗଦର୍ଶକ ଏବଂ ଗୁରୁ ଶିକ୍ଷା
Read More...