ଅନ୍ତର୍ଜାତୀୟ ଯୋଗ ଦିବସ ହେତୁ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ସ୍ଵଛ ଭାରତ ଅଭିଯାନ
ବଲାଙ୍ଗିର, (କେପିଏନ୍ଏସ୍) : ଅନ୍ତର୍ଜାତୀୟ ଯୋଗ ଦିବସ ହେତୁ ଆଦ୍ୟ ତାରିଖ ୨୦.୬.୨୦୨୬ ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ସ୍ଵଛ ଭାରତ ଅଭିଯାନ ଆରମ୍ଭ ହୋଇଥିଲା । ଭୀମଭୋଇ ମେଡିକାଲ କଲେଜ ହସପିଟାଲ ଦୁଇ ନମ୍ବର ଗେଟ ଠାରେ ହୋଇଥିଲା । ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନର ଯୋଗ!-->…
Read More...
Read More...