Yearly Archives

2026

ଜି-୭ ଶିଖର ସମ୍ମିଳନୀ ଅବସରରେ ଏଭିଆନ୍‌ରେ ଜର୍ମାନ ଚାନ୍ସେଲରଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଫ୍ରାନ୍ସର ଏଭିଆନ୍ରେ ଅନୁଷ୍ଠିତ ଜି-୭ ଶିଖର ସମ୍ମିଳନୀ ଅବସରରେ ଜର୍ମାନୀର ଚାନ୍ସେଲର ମହାମହିମ ଶ୍ରୀ ଫ୍ରେଡ୍ରିଚ୍ ମର୍ଜଙ୍କୁ ସାକ୍ଷାତ କରିଛନ୍ତି। ଏହା ହେଉଛି ଚଳିତ ବର୍ଷ ଦୁଇ ନେତାଙ୍କ ମଧ୍ୟରେ ଦ୍ୱିତୀୟ ସାକ୍ଷାତକାର।
Read More...

ଜୁନ୍ ୧୯ ତାରିଖରେ ‘ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନା’ ଅଧୀନରେ ପ୍ରାୟ ୨,୪୦୦ କୋଟି ଟଙ୍କାର…

ପ୍ରଥମ ଥର ନିଯୁକ୍ତି ପାଇଥିବା କର୍ମଚାରୀମାନେ ୧୫,୦୦୦ ଟଙ୍କା ପର୍ଯ୍ୟନ୍ତ ପ୍ରୋତ୍ସାହନ ପାଇବେନିରନ୍ତର ରୋଜଗାର ସୃଷ୍ଟିକୁ ପ୍ରୋତ୍ସାହନ; ପ୍ରତ୍ୟେକ ଅତିରିକ୍ତ କର୍ମଚାରୀ ପାଇଁ ନିଯୁକ୍ତିଦାତାଙ୍କୁ ମାସିକ ₹୩,୦୦୦ ପର୍ଯ୍ୟନ୍ତ ପ୍ରୋତ୍ସାହନ ରାଶିପିଏମ୍ – ଭିବିଆର୍‌ୱାଇ ନିଯୁକ୍ତି ସୃଷ୍ଟି,
Read More...

ମହାନଦୀରେ ବୁଡି ଯୁବକଙ୍କ ମୃତ୍ୟୁ : ମାଛ ଧରିଯିବା ହେଲା କାଳ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ମହାନଦୀରେ ମାଛ ଧରିବାକୁ ଯାଇ ଜଣେ ରାଜମିସ୍ତ୍ରୀଙ୍କ ଅକାଳ ବିୟୋଗ ଘଟିଛି । ମୃତକଙ୍କ ନାମ ରମାକାନ୍ତ ନାଏକ (୪୯) । ସୋନପୁର ମହାନଦୀ ସ୍ଥିତ ଧର୍ମଶାଳା ଘାଟ ଠାରେ ଏହି ଅଘଟଣ ଘଟିଛି । ସୂଚନାରୁ ପ୍ରକାଶ ଯେ, ସ୍ଥାନୀୟ ହିଙ୍ଗମା ଅଞ୍ଚଳର ଦୁଇଜଣ
Read More...

ମହିଳାଙ୍କ ଗୋପନୀୟତା ଉଲ୍ଲଂଘନ ଘଟଣାରେ ଦୁଇ ଅଭିଯୁକ୍ତ ଗିରଫ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ପୋଲିସ ଜଣେ ମହିଳାଙ୍କର ଗୋପନୀୟତା ଉଲ୍ଲଂଘନ କରି ତାଙ୍କର ଅଶ୍ଳୀଳ ଭିଡିଓ ଗୁପ୍ତରେ ରେକର୍ଡ କରିଥିବା ଅଭିଯୋଗରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଦେବନ୍ଧପଡ଼ା ଅଞ୍ଚଳର ଜଣେ ମହିଳାଙ୍କ ଅଭିଯୋଗ ଆଧାରରେ ଟିଟିଲାଗଡ଼ ଥାନାରେ କେସ୍ ନମ୍ବର
Read More...

ପଦ୍ମପୁରରେ ‘ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ଭାଗିଦାରୀ’ କାର୍ଯ୍ୟକ୍ରମ : ଉଠା ଦୋକାନୀଙ୍କୁ ମିଳିଲା…

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ଥାନୀୟ ରାଜାଜୀ ଟାଉନ ହଲଠାରେ 'ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ଭାଗିଦାରୀ' କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ସହରର ସର୍ବାଙ୍ଗୀନ ବିକାଶ ଲକ୍ଷ୍ୟ ନେଇ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ବସ୍ତିଆ ସ୍ମୃତି ସଦନରେ ଚାଲୁଥିବା ମହିଳା ଭଲିବଲ ଓ ଯୋଗର ଗ୍ରୀଷ୍ମକାଳୀନ ପ୍ରଶିକ୍ଷଣ ଶିବିର ଉଦଯାପିତ

ପ୍ରଶିକ୍ଷଣ ନେଉଥିବା ଛାତ୍ରୀମାନଙ୍କୁ ଏକାଗ୍ରତା ଓ ଲକ୍ଷ୍ୟ ନେଇ ଖେଳିବା ପାଇଁ ଆହ୍ୱାନ ଦେଲେ ବିଧାୟକ ସାରଦା ପ୍ରସାଦ ନାୟକ ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସେକ୍ଟର ୬ ସ୍ଥିତ ବସ୍ତିଆ ସ୍ମୃତି ସଦନରେ ଚାଲୁଥିବା ଗ୍ରୀଷ୍ମକାଳୀନ ପ୍ରଶିକ୍ଷଣ ଶିବିର ଆଜି ଉଦଯାପିତ ହୋଇଯାଇଛି ।
Read More...

ୟୁନିଭର୍ସାଲ୍ ଓଡିଶା ପକ୍ଷରୁ ୨୦୨୬ ଜୁନ୍ ୨୭ ଓ ୨୮ରେ ରାଉରକେଲା ଭଞ୍ଜ ଭବନରେ ଅଲ୍-ଓଡିଶା ପ୍ରିମିୟର ସୌନ୍ଦର୍ଯ୍ୟ…

ରାଉରକେଲା, (ସସ୍ମିତା ପ୍ରଧାନ) : ଚଳିତ ଜୁନ୍ ୨୭ ଓ ୨୮ ତାରିଖରେ ୟୁନିଭର୍ସାଲ ଓଡିଶା-୨୦୨୬ ପକ୍ଷରୁ ଏକ ଅଲ୍-ଓଡିଶା ପ୍ରିମିୟର ସୌନ୍ଦର୍ଯ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହେବ ବୋଲି ଆଜି ହୋଟେଲ ପିୟର୍ଲ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରାଯାଇଛି । ୟୁନିଭର୍ସାଲ ଓଡିଶାର
Read More...

ମୃତ ତୋଫାନଙ୍କ ପରିବାରକୁ ଆର୍ଥିକ ସାହାଯ୍ୟ ଯୋଗାଇଦେଲେ ବିଧାୟକ ଦୁର୍ଗା ତନ୍ତୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ସହରାଞ୍ଚଳରେ ଥିବା ସେକ୍ଟର-୭ ଥାନା ଅନ୍ତର୍ଗତ ସେକ୍ଟର-୫ ଅଞ୍ଚଳରେ ଥିବା ଗୋଲଘର ନିକଟସ୍ଥ ରାମେଶ୍ୱରପଲ୍ଲୀରେ ରହୁଥିବା ତୋଫାନ ବିନ୍ଧାଣିଙ୍କୁ କେହି ଦୁର୍ବୃତ୍ତତ୍ତ ସେକ୍ଟର,-୬ ସ୍ଥିତ ସରସ୍ଵତୀ ଶିଶୁ ମନ୍ଦିର ପଛପଟେ ଥିବା ଜଙ୍ଗଲରେ ତଂଟି କାଟି
Read More...

ଗରିମା ପରିବାର ଓ ଲାୟନ୍ସ ଇଣ୍ଟରନ୍ୟାସନାଲ ମିଳିତ ସହଯୋଗରେ ରଜ ରାଜକୁମାରୀ ସିଜିନ୍-୫ ଅନୁଷ୍ଠିତ

ବିଶେଷ ଆକର୍ଷଣ ସିନେଷ୍ଟାର ଭୂମିକା ଏବଂ ପୁପିନ୍ଦର ରାଉରକେଲା, (ସସ୍ମିତା ପ୍ରଧାନ) : ଗରିମା ପରିବାର ଏବଂ ଲାୟନ୍ସ ଇଣ୍ଟରନ୍ୟାସନାଲ ରାଉରକେଲା ପକ୍ଷରୁ ରଜ ମଉଜ - ରଜ ରାଜକୁମାରୀ ସିଜିନ ୫ ସ୍ଥାନୀୟ ସିଭିକ ସେଣ୍ଟର୍ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଗରିମା ପରିବାରର ପ୍ରତିଷ୍ଠାତା
Read More...

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ : ଅଳ୍ପକେ ବର୍ତ୍ତିଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

କେନ୍ଦୁଝର, (କେପିଏନ୍‌ଏସ୍‌) : ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ । କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ୪୯ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା । ସମ୍ବଲପୁରରୁ ମୟୂରଭଞ୍ଜ ଯାଉଥିବା ବେଳେ ଜଗମୋହନପୁର ଛକରେ ହମ୍ପସ ଥିବା
Read More...