ଲୋଇସିଂହା ଗାନ୍ଧୀଛକରେ ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସ୍ତୁତି ବୈଠକ
ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଗାନ୍ଧୀଛକ ସ୍ଥିତ ମା' ଗଜଲକ୍ଷ୍ମୀ ପୂଜା ନିମନ୍ତେ ପ୍ରସ୍ତୁତି ବୈଠକ ତଥା କର୍ମକର୍ତ୍ତା ମନୋନୟନ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ପୂଜାକୁ ଅଧିକ ଆକର୍ଷଣୀୟ କରିବା ନିମନ୍ତେ ବୈଠକରେ ଆଲୋଚନା କରାଯିବା ସହିତ ନୂତନ କର୍ମକର୍ତ୍ତା ମନୋନୟନ!-->…
Read More...
Read More...