Yearly Archives

2026

ଜିଲ୍ଲା ସ୍ତରୀୟ ୩୨ତମ ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସ କର୍ମଶାଳା

"ବିଜ୍ଞାନ ପ୍ରତି ଆଗ୍ରହ ଓ ଜିଜ୍ଞାସା ସୃଷ୍ଟି କରିବା ଶିକ୍ଷକ ମାନଙ୍କର ଏକ ପ୍ରମୁଖ ଦାୟିତ୍ୱ" ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପି.ପି.ଏକାଡେମୀର ସମ୍ମିଳନୀ କକ୍ଷ ଠାରେ ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ସଂସ୍ଥା ପକ୍ଷରୁ ୩୨ତମ ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସର…
Read More...

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବାବା ଗ୍ରୁପ ବୋଲବମ ସଂଘ ତରଫରୁ ଆଗାମୀ ତୃତୀୟ ପାଳି ସୋମବାର ପାଇଁ ମଙ୍ଗଳବାର ଦିନ ସ୍ଥାନୀୟ ଖଡ଼ଗ ନଦୀ ନିକଟରେ ଯଥା:- ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରି କାନ୍ଧରେ…
Read More...

କପିଲାଭଟା ପଞ୍ଚାୟତସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ବଙ୍ଗୋମୁଣ୍ଡା, (କେପିଏସ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗାଁରେ ହେବାକୁ ଥିବା ପଞ୍ଚାୟତସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳନ ପାଇଁ ଆଜି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅରୁଣ କୁମାର…
Read More...

କେସିଙ୍ଗାରେ ତ୍ରିରଙ୍ଗା ଯାତ୍ରା : ଦେଶପ୍ରେମର ବାର୍ତ୍ତା ଦେଲେ ସହରବାସୀ

କେସିଙ୍ଗା, (ପ୍ରୀତେଶ ପଟେଲ) : କେସିଙ୍ଗା ସହରରେ ଦେଶପ୍ରେମର ଭାବନା ଓ ଜାତୀୟ ପତାକା ପ୍ରତି ସମ୍ମାନକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଆୟୋଜିତ ହୋଇଛି ତ୍ରିରଙ୍ଗା ଯାତ୍ରା । କେସିଙ୍ଗା ତ୍ରିରଙ୍ଗା କମିଟିର ସଭାପତି ପ୍ରୀତେଶ ପଟେଲଙ୍କ ନେତୃତ୍ୱରେ ଜଗନ୍ନାଥ ମନ୍ଦିର ନିକଟରୁ ଆରମ୍ଭ…
Read More...

ରେଲୱେ ଷ୍ଟେସନର ସେଡ଼୍ ଭୁଶୁଡିବା ପ୍ରସଙ୍ଗରେ ଉଚ୍ଚସ୍ତରୀୟ ତଦନ୍ତ ପାଇଁ ରେଳମନ୍ତ୍ରୀଙ୍କୁ ବିଧାୟକଙ୍କ ଚିଠି

ରାଉରକେଲା, (ସସ୍ମିତା ପ୍ରଧାନ) : ଦକ୍ଷିଣ ପୂର୍ବ ରେଲୱେ ଅଞ୍ଚଳରେ ଥିବା ଚକ୍ରଧରପୁର ଡିଭିଜନ ଅନ୍ତର୍ଗତ ରାଉରକେଲା ରେଲୱେ ଷ୍ଟେସନକୁ ଯିବା ଆସିବା କରୁଥିବା ଯାତ୍ରୀ ଏବଂ ସେମାନଙ୍କର ସମ୍ପର୍କୀୟ ମାନଙ୍କୁ ଖରା ଓ ବର୍ଷାରୁ ରକ୍ଷା କରିବା ପାଇଁ ରେଲୱେ ବିଭାଗ ପକ୍ଷରୁ ରାଉରକେଲା ରେଲୱେ…
Read More...

ଆନ୍ତଃରାଜ୍ୟ ଆପ୍ ଆଧାରିତ ସାଇବର ଠକେଇ ସିଣ୍ଡିକେଟ : ରାଉରକେଲା ପୋଲିସ୍ ଦ୍ୱାରା ୪ ଅଭିଯୁକ୍ତ ଗିରଫ

ରାଉରକେଲା, (ସସ୍ମିତା ପ୍ରଧାନ) : ଆନ୍ତଃ ରାଜ୍ୟ ଆପ୍ ଅଧାରିତ ସାଇବର ଠକେଇ ସିଣ୍ଡିକେଟର ଚିହ୍ନଟ କରି ରାଉରକେଲା ପୋଲିସ୍ ୪ ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ଗୋଟିଏ ସ୍କର୍ପିଓ, ୨୪,୯୦୦ ନଗଦ ଟଙ୍କା, ୫ଟି ମୋବାଇଲ୍ ଫୋନ୍, ୫ଟି ଏଟିଏମ୍ କାର୍ଡ ଜବତ୍ କରିଛି । ଆଜି ରାଉରକେଲା ପୋଲିସ୍…
Read More...

ବଙ୍ଗୋମୁଣ୍ଡାରେ ହର୍ ଘର୍‌ ତ୍ରିରଙ୍ଗା ଅଭିଯାନ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ସୁଭଦ୍ରା ଶକ୍ତି କାର୍ଯ୍ୟାଳୟ ଠାରେ ଆଜି ‘ହର୍‌ ଘର୍‌ ତ୍ରିରଙ୍ଗା ଅଭିଯାନ' କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏଥିରେ ଆୟୋଜିତ କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା ବିଡ଼ିଓ ନିତୁଶ୍ରୀ ମେହେର,…
Read More...

କୁଆରମୁଣ୍ଡା ନାଇକେନବାହାଲ ଠାରେ “ବିଶ୍ୱ ଆଦିବାସୀ ଦିବସ” ପାଳିତ

ରାଉରକେଲା, (କେପିଏନ୍‌ଏସ୍‌) : ବିଶ୍ୱ ଆଦିବାସୀ ଦିବସ ଅବସରେ ନାଇକେନବାହାଲ, କୁଆରମୁଣ୍ଡା ଠାରେ ଏକ ବିଶାଳ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବୀରମିତ୍ରପୁର ବିଧାୟକ ରୋହିତ ଯୋସେଫ ତିର୍କୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆଦିବାସୀ ସମାଜକୁ ଶୁଭେଚ୍ଛା…
Read More...

ଦୁଇ ଦ୍ୱିଦିବସୀୟ ଏମ୍‌ଏସ୍‌ଏମ୍‌ଇ ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଷ୍ଟିଲ ପ୍ଲାଣ୍ଟ, ସେଲ୍ ଏବଂ ଶାଖା ଏମ୍‌ଏସ୍‌ଏମ୍‌ଇ-ଡିଏଫ୍‌ଓ, ରାଉରକେଲାର ମିଳିତ ଆନୁକୂଲ୍ୟରେ ଅଗଷ୍ଟ ୧୧ ଓ ୧୨ ତାରିଖ ଦୁଇ ଦିନ ଧରି ସେକ୍ଟର-୧୯ ସ୍ଥିତ ସିଭିକ ସେଣ୍ଟରଠାରେ ଏମ୍‌ଏସ୍‌ଏମ୍‌ଇ ମାନଙ୍କ ପାଇଁ ଏକ ବ୍ୟବସାୟିକ ସୁଯୋଗ ସମ୍ପର୍କିତ…
Read More...

ପାରାଦୀପ ରିଫାଇନରୀ- ଭାରତର ଉର୍ଜା ଭବିଷ୍ୟତ ପାଇଁ ଏକ ଶକ୍ତିଶାଳୀ ଆଧାର

ପାରାଦୀପ, (କେପିଏନ୍‌ଏସ୍‌) : ପାରାଦୀପଠାରେ ଥିବା ଇଣ୍ଡିଆନ୍ ଅଏଲ୍ କର୍ପୋରେସନ ଲିମିଟେଡ୍ ଦ୍ୱାରା ପରିଚାଳିତ ପାରାଦୀପ ରିଫାଇନାରୀ ଦେଶର ଉର୍ଜା ଭବିଷ୍ୟତ ପାଇଁ ଏକ ଶକ୍ତିଶାଳୀ ଆଧାର ବୋଲି କହିଛନ୍ତି ପାରାଦୀପ ରିଫାଇନାରୀ ମୁଖ୍ୟ ତଥା ନିର୍ବାହୀ ନିର୍ଦ୍ଦେଶକ କୌଶିକ ବସୁ । ବୁଧବାର ଦିନ…
Read More...