ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, କେସିଙ୍ଗାରେ ବିଶ୍ୱ ଜଳାତଙ୍କ ଦିବସ ପାଳିତ
କେସିଙ୍ଗା, (ପ୍ରୀତେଶ ପଟେଲ) : କେସିଙ୍ଗାସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନଶିକ୍ଷକ ସମୀର କୁମାର ବେହେରାଙ୍କ ସଭାପତିତ୍ୱରେ ବିଶ୍ୱ ଜଳାତଙ୍କ ଦିବସ–୨୦୨୬ ଉତ୍ସାହ ଓ ସଚେତନତାର ସହିତ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ରୂପେ ସ୍ଥାନୀୟ ପ୍ରାଣୀ!-->…
Read More...
Read More...