Yearly Archives

2026

ସୁନ୍ଦରଗଡ ଲେଖକ ସାମ୍ମୁଖ୍ୟର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଜିଲ୍ଲା ଲେଖକ ସାମ୍ମୁଖ୍ୟ ଓ ମଧୁସୂଦନ ପାଠାଗାର ମିଳିତ ଆନୁକୂଲ୍ୟରେ ଛେଣ୍ଡସ୍ଥିତ ପାଠାଗାର ପରିସରରେ ମାସିକ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି । ଲେଖକ ସାମ୍ମୁଖ୍ୟର ମୁଖ୍ୟ ଉପଦେଷ୍ଟା ଇଂ. ଅଭୟ କୁମାର ଦାସଙ୍କ ସଭାପତିତ୍ୱ ଓ କବି ସୁଶାନ୍ତ…
Read More...

ବୃକ୍ଷରୋପଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାହିତ୍ୟ ସଂସ୍କୃତି ସଂଗଠନ ପ୍ରଗତି ଉତ୍କଳ ସଂଘ ଓ ସ୍ୱେଚ୍ଛାସେବୀ ଅନୁଷ୍ଠାନ 'କ୍ଲିନ୍ ଏଣ୍ଡ ଗ୍ରୀନ୍'ର ମିଳିତ ସହଯୋଗରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ପ୍ରଗତି ଉତ୍କଳ ସଂଘ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ପାଠାଗାର…
Read More...

ଆମ ପୁଲିସର ସଚେତନତା ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୯ ଥାନା ପକ୍ଷରୁ ଏକ ସଚେତନତା ବୈଠକ ଇସ୍ପାତ ମାର୍କେଟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଥାନା ପ୍ରଭାରୀ ବୈଦ୍ୟନାଥ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ପୁଲିସ, ଜନସାଧାରଣ ଓ ଦୋକାନୀ ଭାଇଙ୍କ ମଧ୍ୟରେ ସମନ୍ୱୟ, ସ୍ଥାନୀୟ ଅଞ୍ଚଳରେ…
Read More...

ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମୁଣ୍ଢେଲା ପ୍ରାଥମିକ ବିଦ୍ୟାଳୟରେ ଅବସରପ୍ରାପ୍ତ ଶିକ୍ଷକ ଡୋଲାମଣି ମାହାରଙ୍କ ସଭାପତିତ୍ୱରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଶିକ୍ଷକ ନିମାଇଁ ଚରଣ ସ୍ୱାଇଁଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା…
Read More...

ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ବଲାଙ୍ଗିର ସଦରମହକୁମା ସ୍ଥିତ ପଞ୍ଚାୟତ ସାଧନ କେନ୍ଦ୍ରର ବୈଠକ ଗୃହରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଯୋଗଦେଇ…
Read More...

ବଲାଙ୍ଗିରରେ SIR-୨୦୨୬ କାର୍ଯ୍ୟକ୍ରମର ଅଗ୍ରଗତି ନେଇ ସମୀକ୍ଷା ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଭୋଟର ତାଲିକା ପର୍ଯ୍ୟବେକ୍ଷକ ତଥା ପର୍ଯ୍ୟଟନ ବିଭାଗର କମିଶନର ତଥା ସଚିବ ବଳବନ୍ତ ସିଂ ଆଜି ବଲାଙ୍ଗିର ଗସ୍ତରେ ଆସି ସ୍ଵତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)-୨୦୨୬ ଅନ୍ତର୍ଗତ ଖସଡ଼ା ଭୋଟର ତାଲିକା ପ୍ରକାଶ ପରବର୍ତ୍ତୀ କାର୍ଯ୍ୟକ୍ରମର…
Read More...

ଶ୍ରାବଣ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼ : ସମଗ୍ର ଶୈବପୀଠ ଚଳଚଞ୍ଚଳ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଶ୍ରାବଣ ମାସର ପ୍ରଥମ ସୋମବାରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଥିବା ବିଭିନ୍ନ ଶୈବପୀଠରେ ସକାଳୁ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି । ବିଶେଷ କରି କାଉଡ଼ିଆମାନେ ଗେରୁଆ ବସ୍ତ୍ର ପରିଧ୍ୟାନ ପୂର୍ବକ ଶିବଭକ୍ତମାନେ ନିଜ…
Read More...

ଲୋକଙ୍କ ଦାବୀ ପୂରଣ ସହିତ ପୂର୍ଣ୍ଣାଙ୍ଗ ହେଲା ମହୁଲପାଟଣା ଘାଟି ରାସ୍ତା

ଜୟପାଟଣା, (ଶେଷଦେବ ବେହେରା) : ଅନେକ ବର୍ଷ ଧରି ଦୟନୀୟ ଅବସ୍ଥାରେ ପଡ଼ି ରହି ଲୋକଙ୍କ ପାଇଁ ସଂଯୋଗ ବ୍ୟବସ୍ଥାରେ ଅଭିଶାପ ପାଲଟିଥିବା ଇନ୍ଦ୍ରାବତୀ ପ୍ରକଳ୍ପର ଜୀବନ ରେଖା ପାଲଟିଥିବା ମହୁଲପାଟଣା ଘାଟି ରାସ୍ତାର ଏବେ ନବେ ପ୍ରତିଶତ ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହୋଇସାରିଛି । ପ୍ରକଳ୍ପ…
Read More...

ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ଜୟପାଟଣା, (ଶେଷଦେବ ବେହେରା) : ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଜୟପାଟଣା ପରିସରରେ ଅଗଷ୍ଟ ୩ ତାରିଖ ଦିନ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜୟପାଟଣା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ବିଶିଷ୍ଟ କବି ଲଳିତ କୁମାର ନାଏକ…
Read More...

ଭାବବିହ୍ଵଳ ପରିବେଶରେ ଅରିଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡାଙ୍କ ଅବସରକାଳୀନ…

ସୁବର୍ଣ୍ଣପୁର/ବିନିକା, (କେପିଏନ୍‌ଏସ୍‌) : ଭାବବିହ୍ଵଳ ପରିବେଶରେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅରିଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡାଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସସ୍ୱ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ଶିକ୍ଷୟିତ୍ରୀ ନମିତା ସାହୁଙ୍କ…
Read More...