ପୂର୍ବତନ ପ୍ରଧାନଶିକ୍ଷକ ପ୍ରସନ୍ନ କୁମାର ଷଢ଼ଙ୍ଗୀଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବିଟାବନ୍ଧ କ୍ଲଷ୍ଟର କନ୍ଦାଖାଲ ସରକାରୀ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକ ପ୍ରସନ୍ନ କୁମାର ଷଡ଼ଙ୍ଗୀଙ୍କ ଅବସର ଉପଲକ୍ଷେ ଏକ ସାଦର ଓ ଭାବବିହ୍ୱଳ ବିଦାୟ ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି ।!-->…
Read More...
Read More...