Yearly Archives

2026

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର

ସାହିତ୍ୟ ମଣିଷ ପଣିଆକୁ ବଞ୍ଚାଇ ରଖେ ଡ. ସେନାପତି ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ଅନ୍ୟତମ ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ପାଠାଗାର ପରିସରରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ପ୍ରସନ୍ନ କୁମାର ସାବତଙ୍କ ଅଧ୍ୟକ୍ଷତା,
Read More...

ପ୍ରତିଷ୍ଠା ଦିବସ ପାଳନ ପାଇଁ ବିଭିନ୍ନ ପ୍ରତିଯୋଗିତା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ଅନ୍ୟତମ ସାମାଜିକ ଅନୁଷ୍ଠାନ ହାପି ମୋମେଣ୍ଟସ୍‌ ଇଣ୍ଡିଆର ୧୪ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ସେକ୍ଟର ୧୯ ସ୍ଥିତ ଜ୍ଞାନଜ୍ୟୋତି ପବ୍ଲିକ ସ୍କୁଲ ଠାରେ ଅନୁଷ୍ଠାନର
Read More...

ସ୍ୱାମୀଙ୍କ ସମ୍ମୁଖରେ ମହାନଦୀକୁ ଡେଇଁ ପଡ଼ିଲେ ମହିଳା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୋନପୁର ମହାନଦୀ ବ୍ରିଜ ଉପରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସୋନପୁର ସହର ମହାନଦୀ ପୋଲ ଉପରୁ ସ୍ୱାମୀ ଦେଖୁ ଦେଖୁ ତାଙ୍କ ସମ୍ମୁଖରେ ତଳକୁ ଡେଇଁ ପଡ଼ିଲେ ବିବାହିତା ମହିଳା । କୌଣସି କାମରେ ନିଜ ଗାଁ କଇଁଫୁଲରୁ ବାହାରି ଉଲୁଣ୍ଡା
Read More...

ବରିଷ୍ଠ ନାଗରିକଙ୍କ ବିୟୋଗରେ ଶୋକ

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର ଅଞ୍ଚଳର ବରିଷ୍ଠ ନାଗରିକ ତଥା ପ୍ରାକ୍ତନ ବ୍ୟାଙ୍କ ଅଧିକାରୀ ଫେଲିକ୍ସ ଖାଲକୋ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସ୍ୱର୍ଗତ ଖାଲକୋଙ୍କ ବିୟୋଗରେ ହମିରପୁର ସ୍ଥିତ ସାକ୍ରେଡ ହାର୍ଟ କାଥେଡ୍ରଲ ଚର୍ଚ୍ଚ ଠାରେ ସାମୁହିକ ପ୍ରାର୍ଥନା
Read More...

ପାଇକ ଖଣ୍ଡାୟତ ସମାଜ ଗଠନ ପାଇଁ ସାଧାରଣ ବୈଠକ ଅନୁଷ୍ଠିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଶ୍ରୀଜଗନ୍ନାଥ ପାଇକ ଖଣ୍ଡାୟତ କୁଳ ସମାଜ କନ୍ଧମାଳର ନିର୍ଦ୍ଦେଶ କ୍ରମେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ କୁଳ ସମାଜ ଗଠନ ପାଇଁ ପ୍ରଥମ ବୈଠକ ସ୍ଥାନୀୟ ମା' ବରାଳ ଦେବୀ ମନ୍ଦିର ପ୍ରାଙ୍ଗଣରେ ମୃତ୍ୟୁଞ୍ଜୟ ପ୍ରଧାନୀଙ୍କ ଆବାହନ କ୍ରମେ ଜିଲ୍ଳା
Read More...

ବଙ୍ଗୋମୁଣ୍ଡା ପଂଚାୟତ ସମିତି ସ୍ନାତକ ମହାବିଦ୍ୟାଳୟରେ ଆରମ୍ଭ ହେଲା ବିଜ୍ଞାନ ପାଠ୍ୟକ୍ରମ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ସ୍ଥିତ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ବିଜ୍ଞାନ ପାଠ୍ୟକ୍ରମ ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ସରକାରଙ୍କ ପକ୍ଷରୁ ୯୬ଟି ସିଟ୍‌ର ଅନୁମୋଦନ ପାଇଛି । ଫଳରେ ବିଜ୍ଞାନ ପାଠ
Read More...

ଜୁହାର୍ ପରିବାର ତରଫରୁ ଦହି ପାଣି ବଣ୍ଟନ

ବିଶାଖାପାଟଣା, (କେପିଏନ୍‌ଏସ୍‌) : ବିଶାଖାପାଟଣା ରେଲୱେ କର୍ତ୍ତୃପକ୍ଷଙ୍କ ସହଯୋଗରେ ପ୍ରଥମ ଥର ଜୁହାର ପରିବାର ବିଶାଖାପାଟଣା ଦ୍ଵାରା "ଦହି ପାଣି ବଣ୍ଟନ କାର୍ଯ୍ୟକ୍ରମ" ବିଶାଖାପାଟଣାର ରେଳଷ୍ଟେସନରେ ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଉପଦେଷ୍ଠା ଚିତ୍ତରଞ୍ଜନ ପଣ୍ଡା, ସଭାପତି ମନୋଜ
Read More...

ଉତ୍କଳ ମହିଳା ବିକାଶ ପରିଷଦର ରୌପ୍ୟ ଜୟନ୍ତୀ ସମାରୋହ

ବଲାଙ୍ଗିର, (କେପିଏନ୍‌ଏସ୍‌) : "ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ସମାରୋହ ଅତ୍ୟନ୍ତ ଆଡମ୍ବରପୂର୍ଣ୍ଣ ଓ ଭାବବିହ୍ୱଳ ପରିବେଶରେ ସୁଶ୍ରୀ ସଂଯୁକ୍ତା ମିଶ୍ରଙ୍କ ସଭାପତିତ୍ୱ ଓ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏହି ମହତ୍ୱପୂର୍ଣ୍ଣ ସମାରୋହରେ ମୁଖ୍ୟ ଅତିଥି ଭାବେ
Read More...

ଟିଟିଲାଗଡ ବିଜେପି କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ଶୁଣିଲେ କର୍ମୀ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମ ୧୩୪ତମ ମନ୍‌ କି ବାତ୍‌ ଶୁଣିବା ପାଇଁ ଟିଟିଲାଗଡ ବିଜେପି କାର୍ଯ୍ୟାଳୟରେ ବହୁ ସଂଖ୍ୟାରେ ମାନ୍ୟଗଣ୍ୟ ବ୍ୟକ୍ତି ଓ ବିଜେପି କର୍ମୀମାନେ ଆସି ଯୋଗ ଦେଇଥିଲେ । ଏହି ଅବସରରେ
Read More...

ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ଦ୍ୱାରା ଏକ ସ୍ୱତନ୍ତ୍ର ସଂଘନ ସଂଶୋଧନ ସଚେତନତା ପଦଯାତ୍ରା ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ଦ୍ୱାରା ଏକ ସ୍ୱତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇ ଆର୍‌) ସଚେତନତା ପଦଯାତ୍ରା ଏବଂ ଏକ ସ୍ୱତନ୍ତ୍ର ପ୍ରଚାର ରଥ ଦ୍ୱାରା ଭଞ୍ଜନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରି ସହର ପରିକ୍ରମା ପୂର୍ବକ 'ସ୍ୱତନ୍ତ୍ର ସଂଘନ
Read More...